ନୂଆଦିଲ୍ଲୀ: ନୋଟ୍ବନ୍ଦୀ ୫୯ ଦିନରେ ପହଞ୍ଚିଛି। ତଥାପି ଦେଶର ବିଭିନ୍ନ ପ୍ରାନ୍ତରେ ବ୍ୟାଙ୍କ ଓ ଏଟିଏମ୍ ସମ୍ମୁଖରେ ଭିଡ଼ କମିନି। ଏହି ସମସ୍ୟା କେତେ ଦିନ ଧରି ଲାଗି ରହିବ ତାକୁ ନେଇ ସମସ୍ତଙ୍କ ମଧ୍ୟରେ ପ୍ରଶ୍ନ ଉଙ୍କି ମାରୁଛି। ତେବେ ଫେବୃଆରୀ ଶେଷ ସୁଦ୍ଧା ନୋଟ୍ ଅଭାବୀ ଦୂର ହେବ ବୋଲି ଆକଳନ କରିଛନ୍ତି ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସ୍ବିଆଇ) ଚିଫ୍ଇକୋନୋମିଷ୍ଟ ସୌମ୍ୟକାନ୍ତି ଘୋଷ।
ସେ କହିଛନ୍ତି,“ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ଯେଉଁ ପରିମାଣରେ ନୋଟ ଛାପୁଛି ଏହା ଜାରି ହେଲେ ଖୁବ୍ଶୀଘ୍ର ଏହି ସମସ୍ୟା ଦୂର ହୋଇଯିବ। ଆରବିଆଇ ଡିସେମ୍ୱର ଶେଷ ସୁଦ୍ଧା ୪୪ ପ୍ରତିଶତ ପୁରୁଣା ନୋଟକୁ ନୂଆ ନୋଟ୍ରେ ପରିଣତ କରିଛି। ତେଣୁ ଅନୁମାନ କରାଯାଉଛି ଜାନୁଆରୀ ଶେଷ ବେଳକୁ ଆରବିଆଇ ୭୫ ପ୍ରତିଶତ ସ୍ଥାନରେ ୬୭ ପ୍ରତିଶତ ନୋଟ୍ ଦେଇପାରିବ। ତାହାହେଲେ ଫେବୃଆରୀ ଶେଷ ସୁଦ୍ଧା ନୋଟ୍ ଅଭାବୀ ଦୂର ହେବ ଏବଂ ଏଟିଏମ୍ରେ ପର୍ଯ୍ୟାପ୍ତ ପରିମାଣରେ ନୋଟ୍ ମିଳିବ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆମେରିକା ଏଜେନ୍ସିର ଅଭିଯୋଗ, ୨୦୨୧ରେ ଜଗନ ରେଡ୍ଡୀଙ୍କୁ ଲାଞ୍ଚ ପ୍ରତିଶ୍ରୁତି ଦେଇଥିଲେ ଆଦାନୀ
ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏହି ଅଭିଯୋଗ ଆଣିଛି।
Business
ଦୋହଲିଲା ଆଦାନୀ ସାମ୍ରାଜ୍ୟ; ଶେଆର ବଜାରରେ ଦିନକରେ ୫ ଲକ୍ଷ ୩୫ ହଜାର କୋଟି ବୁଡ଼ିଲା
ଏହି ଘଟଣା ଆଦାନୀଙ୍କ ବ୍ୟବସାୟ ସାମ୍ରାଜ୍ୟକୁ ସମ୍ପୂର୍ଣ୍ଣ ଦୋହଲାଇ ଦେଇଥିବା ବେଳେ ଭାରତୀୟ ଶେଆର ବଜାରରେ ହୋଇଛି ପ୍ରଚଣ୍ଡ ବିସ୍ଫୋରଣ।
Business
ଆଦାନୀ ଲାଞ୍ଚ ମାମଲା: ଆମେରିକା ଅଭିଯୋଗ ତାଲିକାରେ ଅଛି ଓଡ଼ିଶା
ଗୌତମ ଆଦାନୀଙ୍କ ସମେତ ଭାରତର ଚାରିଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଆମେରିକା କୋର୍ଟଙ୍କ ଅଭିଯୋଗ ତାଲିକାରେ ଅଛି।
Business
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ପ୍ରତିକ୍ରିୟା ରଖିଲା ଆଦାନୀ ଗ୍ରୁପ୍
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ଆଦାନୀ ଗ୍ରୁପର ଷ୍ଟକ୍ ମୂଲ୍ୟ ହ୍ରାସ ପାଇଛି।
Business
ଇଣ୍ଡିଆ ଫୋର୍ବସ ତାଲିକାରେ ସ୍ଥାନ ପାଇଥିବା OTVକୁ ମିଳିଲା ସମ୍ମାନ
ଆଗାମୀ ଦିନରେ ବି ଏମିତି ଉପରେ ରହିବୁ ବୋଲି ଆଶା ଥିବା କହିଛନ୍ତି ଓଟିଭି ନେଟୱର୍କର ଏମ୍ଡି ଜଗି ମଙ୍ଗତ ପଣ୍ଡା।