‘ଦେଶର ଭବିଷ୍ୟତ ନିର୍ମାଣର ବଜେଟ’ | Odisha Reporter
ନିର୍ବାଚନ ପୂର୍ବରୁ କାମଚଳା ବଜେଟ୍ ଉପସ୍ଥାପନ କରିଛନ୍ତି କେନ୍ଦ୍ର ସରକାର। ବଜେଟ୍ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତିକ୍ରିୟା। କହିଲେ, ୫ ବର୍ଷରେ ଆଉ ୨ କୋଟି ପକ୍କା ଘର ଯୋଗାଇ ଦିଆଯିବ। ଆଶା ଓ ଅଙ୍ଗନବାଡ଼ି କର୍ମୀଙ୍କୁ ଆୟୁଷ୍ମାନ ଭାରତ ଯୋଜନାରେ ସାମିଲ କରାଯିବ। ୩ କୋଟି ଲକ୍ଷପତି ଦିଦି ସୃଷ୍ଟି କରାଯିବାକୁ ଲକ୍ଷ୍ୟ। ୪୦ ହଜାର ସାଧାରଣ ବଗି ବନ୍ଦେ ଭାରତ ବଗିକୁ ରୂପାନ୍ତର ହେବ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
