Advertisment

'ଦେଶର ଭବିଷ୍ୟତ ନିର୍ମାଣର ବଜେଟ୍‌'

୪୦ ହଜାର ସାଧାରଣ ବଗି ବନ୍ଦେ ଭାରତ ବଗିକୁ ରୂପାନ୍ତର ହେବ।

Advertisment

ନିର୍ବାଚନ ପୂର୍ବରୁ କାମଚଳା ବଜେଟ୍‌ ଉପସ୍ଥାପନ କରିଛନ୍ତି କେନ୍ଦ୍ର ସରକାର। ବଜେଟ୍‌ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତିକ୍ରିୟା। କହିଲେ, ୫ ବର୍ଷରେ ଆଉ ୨ କୋଟି ପକ୍କା ଘର ଯୋଗାଇ ଦିଆଯିବ। ଆଶା ଓ ଅଙ୍ଗନବାଡ଼ି କର୍ମୀଙ୍କୁ ଆୟୁଷ୍ମାନ ଭାରତ ଯୋଜନାରେ ସାମିଲ କରାଯିବ। ୩ କୋଟି ଲକ୍ଷପତି ଦିଦି ସୃଷ୍ଟି କରାଯିବାକୁ ଲକ୍ଷ୍ୟ। ୪୦ ହଜାର ସାଧାରଣ ବଗି ବନ୍ଦେ ଭାରତ ବଗିକୁ ରୂପାନ୍ତର ହେବ।

Advertisment
Narendra Modi Union Budget 2024
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe