ବିଧାନସଭାରେ ରାଜ୍ୟର ଆର୍ଥିକ ସ୍ଥିତି ନେଇ ମହାଲେଖା ନିୟନ୍ତ୍ରକ ତଥା ମହାସମୀକ୍ଷକ ବା ସିଏଜିଙ୍କ ତିନିଟି ରିପୋର୍ଟ ଉପସ୍ଥାପିତ ହେବା ପରେ ଏ ନେଇ ପ୍ରେସମିଟ କରିଥିଲେ ସିଏଜି। ଏଥିରେ ୨୦୨୨ରେ ଶେଷ ହେଉଥିବା ଆର୍ଥିକ ବର୍ଷରେ ରାଜ୍ୟର ରାଜସ୍ବ ଆଦାୟ ବଢ଼ିବା ଦେଖାଯାଇଥିଲା ବେଳେ ସେହି ଅନୁସାରେ ଖର୍ଚ୍ଚ ହୋଇପାରୁନଥିବା ଦେଖାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଅଭିବୃଦ୍ଧି ହାର ୫.୪%କୁ କମାଇଲା ରିଜର୍ଭ ବ୍ୟାଙ୍କ, ରେପୋ ରେଟ୍ ସ୍ଥିର
ମୁଦ୍ରାସ୍ଫୀତି ଦୃଷ୍ଟିକୋଣରୁ କ୍ରମାଗତ ଏକାଦଶ ଥର ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ ତା’ର ଋଣ ହାର ଅପରିବର୍ତ୍ତିତ ରଖିଛି। କିନ୍ତୁ ଚଳିତ ବର୍ଷର ଅଭିବୃଦ୍ଧି ହାର କମାଇ ଦେଇଛି। ଏ ନେଇ ଘୋଷଣା କରିଛନ୍ତି ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ। ସେ କହିଛନ୍ତି ଯେ ରିଜର୍ଭ ବ୍ୟାଙ୍କର ୬ ଜଣିଆ ମୁଦ୍ରା ନୀତି କମିଟିର ଏକ ବୈଠକ ବସିଥିଲା। ଏଥିରେ ରେପୋ ରେଟ୍ ୬.୫ ପ୍ରତିଶତରେ ସ୍ଥିର ରଖିବାକୁ ୪ ଜଣ ସଦସ୍ୟ ମତ ଦେଇଥିଲେ ଓ ୨ ଜଣ ଏହାକୁ ବିରୋଧ କରିଥିଲେ। ତେଣୁ ସଂଖ୍ୟାଧିକ ମତ ଅନୁସାରେ ନିଷ୍ପତ୍ତି ହେଲା ଯେ ରେପୋ ରେଟ୍ ଅପରିବର୍ତ୍ତିତ ରହିବ।
Guest Column
ହ୍ରାସ ପାଉଥିବା ବୈଦେଶିକ ମୁଦ୍ରା ଭଣ୍ଡାରକୁ ନେଇ ଉଦବେଗ
ଦୁଇ ମାସ ମଧ୍ୟରେ ଦେଶର ବୈଦେଶିକ ମୁଦ୍ରା ଭଣ୍ଡାର ୪,୭୦୦ କୋଟି ଡଲାର ବା ପ୍ରାୟ ୬.୭ ପ୍ରତିଶତ ହ୍ରାସ ପାଇବା ଉଦବେଗର କାରଣ ପାଲଟିଛି। କେବଳ ଗତ ଏକ ସପ୍ତାହ ମଧ୍ୟରେ ଏହା ୧,୭୭୬ କୋଟି ଡଲାର ହ୍ରାସ ପାଇଛି। ତେଣୁ ଏହି ଚିନ୍ତାଜନକ ସ୍ଥିତିର କାରଣ ଓ ଏହାର ସୁଦୂର ପ୍ରସାରୀ ପ୍ରଭାବ ସମ୍ପର୍କରେ ଅବଗତ ହେବାର ଆବଶ୍ୟକତା ରହିଛି।
Finance
କେନ୍ଦ୍ର କର୍ମଚାରୀଙ୍କୁ ସରକାରଙ୍କ ଦୀପାବଳି ଭେଟି, ୩% ବଢିଲା ମହଙ୍ଗା ଭତ୍ତା
ଆଜି କ୍ୟାବିନେଟ ବୈଠକ ପରେ ଏହି ଘୋଷଣା କରାଯାଇଛି।
Finance
୮୦ ବର୍ଷରୁ ଅଧିକ ବୟସ୍କଙ୍କ ପାଇଁ ୩୫୦୦ ଟଙ୍କା ଭତ୍ତା
ସାମାଜିକ ସୁରକ୍ଷା ଭତ୍ତା ୩ ହଜାର ୫ଶହ ଟଙ୍କା ହେବ। ପ୍ରଥମ ପର୍ଯ୍ୟାୟରେ ୮୦ ବର୍ଷରୁ ଅଧିକ ବୟସ୍କଙ୍କୁ ମିଳିବ ବର୍ଦ୍ଧିତ ଭତ୍ତା।
Finance
ବଦଳିଲା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ନାମ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅର୍ଥମନ୍ତ୍ରୀ ଭାବେ ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ୨ଲକ୍ଷ ୬୫ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି ।