ଡେଲି ଅଢ଼େଇ କୋଟି ! କଳା ନା ଧଳା ? | Odisha Reporter
ଦୁଇ ହଜାର ଟଙ୍କିଆ ନୋଟ୍ ବଦଳ ନିମନ୍ତେ RBI ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ସମ୍ମୁଖରେ ଦେଖିବାକୁ ମିଳିଛି ଅସମ୍ଭାଳ ଭିଡ଼ । ହାତରେ ପୁଳା ପୁଳା ୨ ହଜାର ଟଙ୍କିଆ ନୋଟ୍ ଧରି ଖରାରେ ଘଣ୍ଟା ଘଣ୍ଟା ଛିଡ଼ା ହେବାକୁ ପଛାଉ ନାହାନ୍ତି ଲୋକ। କାରଣ ୧୦ ଟି ୨ ହଜାର ଟଙ୍କିଆ ନୋଟ୍ ବଦଳାଇ ଦେଳେ ମିଳୁଛି ୩ ଶହ ଟଙ୍କା ମଜୁରି । ଟଙ୍କା ବଦଳ ପାଇଁ ଲମ୍ବା ଲାଇନ୍ରେ ଛିଡ଼ା ହୋଇଥିବା କିଛି ଲୋକ ଏପରି ସୂଚନା ଦେଇଛନ୍ତି ? ତେବେ ଏହା ପଛରେ କିଏ ଅଛି, କିଏ ସେମାନଙ୍କ ହାତରେ ଟଙ୍କା ଧରାଇ ଦେଇ ଖରାରେ ଛିଡ଼ା କରାଉଛି ?
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
