Advertisment

ଡେଲି ଅଢ଼େଇ କୋଟି ! କଳା ନା ଧଳା ?

୧୦ ଟି ୨ ହଜାର ଟଙ୍କିଆ ନୋଟ୍ ବଦଳେଇ ଦେଲେ ମିଳୁଛି ୩ ଶହ ଟଙ୍କା ମଜୁରୀ ।

Advertisment

ଦୁଇ ହଜାର ଟଙ୍କିଆ ନୋଟ୍‌ ବଦଳ ନିମନ୍ତେ RBI ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ସମ୍ମୁଖରେ ଦେଖିବାକୁ ମିଳିଛି ଅସମ୍ଭାଳ ଭିଡ଼ । ହାତରେ ପୁଳା ପୁଳା ୨ ହଜାର ଟଙ୍କିଆ ନୋଟ୍ ଧରି ଖରାରେ ଘଣ୍ଟା ଘଣ୍ଟା ଛିଡ଼ା ହେବାକୁ ପଛାଉ ନାହାନ୍ତି ଲୋକ। କାରଣ ୧୦ ଟି ୨ ହଜାର ଟଙ୍କିଆ ନୋଟ୍ ବଦଳାଇ ଦେଳେ ମିଳୁଛି ୩ ଶହ ଟଙ୍କା ମଜୁରି । ଟଙ୍କା ବଦଳ ପାଇଁ ଲମ୍ବା ଲାଇନ୍‌ରେ ଛିଡ଼ା ହୋଇଥିବା କିଛି ଲୋକ ଏପରି ସୂଚନା ଦେଇଛନ୍ତି ? ତେବେ ଏହା ପଛରେ କିଏ ଅଛି, କିଏ ସେମାନଙ୍କ ହାତରେ ଟଙ୍କା ଧରାଇ ଦେଇ ଖରାରେ ଛିଡ଼ା କରାଉଛି ?

Advertisment
Odisha Bhubaneswar
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe