Advertisment

ପର୍ଯ୍ୟଟନର ବିକାଶ ପାଇଁ ଓଡ଼ିଶାକୁ ସହାୟତା ମିଳିବ

ପର୍ଯ୍ୟଟନର ବିକାଶ ପାଇଁ ବଜେଟରେ ଘୋଷଣା । ମନ୍ଦିର, ବନ୍ୟପ୍ରାଣୀ ଓ ବେଳାଭୂମିର ବିକାଶ ପାଇଁ ମିଳିବ ଆର୍ଥିକ ସହାୟତା ।

author-image
Manoj Swain

୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ ଉପସ୍ଥାପନ କରିଛନ୍ତି। ଅର୍ଥମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ, ପର୍ଯ୍ୟଟନର ବିକାଶ ପାଇଁ ଓଡ଼ିଶାକୁ ସହାୟତା ମିଳିବ। ମନ୍ଦିର, ବନ୍ୟପ୍ରାଣୀ ଓ ବେଳାଭୂମିର ବିକାଶ ପାଇଁ ମିଳିବ ଆର୍ଥିକ ସହାୟତା ।

Advertisment