‘ଓଡ଼ିଶା ପର୍ଯ୍ୟଟନର ବିକାଶ ହେବ’ | Odisha Reporter
Advertisment
୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ ଉପସ୍ଥାପନ କରିଛନ୍ତି। ଅର୍ଥମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ, ପର୍ଯ୍ୟଟନର ବିକାଶ ପାଇଁ ଓଡ଼ିଶାକୁ ସହାୟତା ମିଳିବ। ମନ୍ଦିର, ବନ୍ୟପ୍ରାଣୀ ଓ ବେଳାଭୂମିର ବିକାଶ ପାଇଁ ମିଳିବ ଆର୍ଥିକ ସହାୟତା ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us