#UnionBudget2024 :ମୁଦ୍ରା ଲୋନ୍ ୨୦ ଲକ୍ଷକୁ ବୃଦ୍ଧି |Mudra Loan Limit is Set to be Raised to ₹20 Lakh|OR
Advertisment
ବଢ଼ିଲା ମୁଦ୍ରା ଲୋନ୍ ସୀମା। ମୁଦ୍ରା ଲୋନ୍ ସୀମାକୁ ୧୦ ଲକ୍ଷରୁ ୨୦ ଲକ୍ଷକୁ ବୃଦ୍ଧି କରିବାକୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଘୋଷଣା କରିଛନ୍ତି। ଧାର୍ଯ୍ୟ ସମୟରେ ପୈଠ କରିଥିବା ବ୍ୟକ୍ତି ଲୋନ୍ ପାଇପାରିବେ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us