Advertisment

ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନା; ୧ କୋଟି ଘରକୁ ମାଗଣା ବିଜୁଳି

ଅର୍ଥମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ, ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମୁକ୍ତ ବିଜୁଳି ଯୋଜନାରେ ୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ ।

author-image
Manoj Swain

୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ ଉପସ୍ଥାପନ କରିଛନ୍ତି। ଅର୍ଥମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ, ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନାରେ ୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ । ସରକାରୀ ସହାୟତାରେ ଛାତ ଉପରେ ଲାଗିବ ସୋଲାର ପ୍ୟାନେଲ । ପ୍ରତି ଘରୁ ମାସିକ ୩ ଶହ ୟୁନିଟ ବିଜୁଳି ଉତ୍ପାଦନ ଲକ୍ଷ୍ୟ । 

Advertisment
Union Budget 2024 Union Budget