‘୧ କୋଟି ଘରକୁ ମାଗଣା ବିଜୁଳି’ || PM Surya Ghar Muft Bijli Yojana 2024 || Union Budget 2024 || OR
Advertisment
୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ ଉପସ୍ଥାପନ କରିଛନ୍ତି। ଅର୍ଥମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ, ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନାରେ ୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ । ସରକାରୀ ସହାୟତାରେ ଛାତ ଉପରେ ଲାଗିବ ସୋଲାର ପ୍ୟାନେଲ । ପ୍ରତି ଘରୁ ମାସିକ ୩ ଶହ ୟୁନିଟ ବିଜୁଳି ଉତ୍ପାଦନ ଲକ୍ଷ୍ୟ ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us