ରାଜ୍ୟର ସମସ୍ତ ୩୧୪ଟି ବ୍ଲକରେ ହେବ କଏନ ଏକ୍ସଚେଞ୍ଜ କାର୍ଯ୍ୟକ୍ରମ। ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (RBI)ର ଆଞ୍ଚଳିକ ନିର୍ଦ୍ଦେଶକ ସାରଦା ପ୍ରସନ୍ନ ମହାନ୍ତି ଆଜି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ବିଭିନ୍ନ ବ୍ୟାଙ୍କ ଜରିଆରେ ଡିସେମ୍ବରରୁ ଆରମ୍ଭ ହେବ ଏହି କଏନ ଏକ୍ସଚେଞ୍ଜ କାର୍ଯ୍ୟକ୍ରମ। ୩ ମାସ ମଧ୍ୟରେ ସବୁ ବ୍ଲକ୍ର ବଜାର ସ୍ଥାନରେ ହେବ ଏହି ଏକ୍ସଚେଞ୍ଜ କାର୍ଯ୍ୟକ୍ରମ। ଏଥିରେ ଲୋକମାନେ କଏନ ସହ ମଇଳା ଓ ଚିରାଫଟା ନୋଟ୍ ବି ବଦଳାଇ ପାରିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Guest Column
ହ୍ରାସ ପାଉଥିବା ବୈଦେଶିକ ମୁଦ୍ରା ଭଣ୍ଡାରକୁ ନେଇ ଉଦବେଗ
ଦୁଇ ମାସ ମଧ୍ୟରେ ଦେଶର ବୈଦେଶିକ ମୁଦ୍ରା ଭଣ୍ଡାର ୪,୭୦୦ କୋଟି ଡଲାର ବା ପ୍ରାୟ ୬.୭ ପ୍ରତିଶତ ହ୍ରାସ ପାଇବା ଉଦବେଗର କାରଣ ପାଲଟିଛି। କେବଳ ଗତ ଏକ ସପ୍ତାହ ମଧ୍ୟରେ ଏହା ୧,୭୭୬ କୋଟି ଡଲାର ହ୍ରାସ ପାଇଛି। ତେଣୁ ଏହି ଚିନ୍ତାଜନକ ସ୍ଥିତିର କାରଣ ଓ ଏହାର ସୁଦୂର ପ୍ରସାରୀ ପ୍ରଭାବ ସମ୍ପର୍କରେ ଅବଗତ ହେବାର ଆବଶ୍ୟକତା ରହିଛି।
Finance
କେନ୍ଦ୍ର କର୍ମଚାରୀଙ୍କୁ ସରକାରଙ୍କ ଦୀପାବଳି ଭେଟି, ୩% ବଢିଲା ମହଙ୍ଗା ଭତ୍ତା
ଆଜି କ୍ୟାବିନେଟ ବୈଠକ ପରେ ଏହି ଘୋଷଣା କରାଯାଇଛି।
Finance
୮୦ ବର୍ଷରୁ ଅଧିକ ବୟସ୍କଙ୍କ ପାଇଁ ୩୫୦୦ ଟଙ୍କା ଭତ୍ତା
ସାମାଜିକ ସୁରକ୍ଷା ଭତ୍ତା ୩ ହଜାର ୫ଶହ ଟଙ୍କା ହେବ। ପ୍ରଥମ ପର୍ଯ୍ୟାୟରେ ୮୦ ବର୍ଷରୁ ଅଧିକ ବୟସ୍କଙ୍କୁ ମିଳିବ ବର୍ଦ୍ଧିତ ଭତ୍ତା।
Finance
ବଦଳିଲା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ନାମ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅର୍ଥମନ୍ତ୍ରୀ ଭାବେ ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ୨ଲକ୍ଷ ୬୫ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି ।
Finance
୩୩, ୯୧୯ କୋଟିର କୃଷି ବଜେଟ
ଗତବର୍ଷ କୃଷି ବଜେଟ ଥିଲା ୨୪, ୮୨୯ କୋଟି । ଚଳିତ ବର୍ଷ କୃଷି ବଜେଟ ପରିମାଣ ୩୩, ୯୧୯ କୋଟି।