\'୩୧୪ ବ୍ଲକରେ ହେବ କଏନ ଏକ୍ସଚେଞ୍ଜ\' | RBI Regional Director Sarada Prasanna Mohanty | Odisha Reporter
Advertisment
ରାଜ୍ୟର ସମସ୍ତ ୩୧୪ଟି ବ୍ଲକରେ ହେବ କଏନ ଏକ୍ସଚେଞ୍ଜ କାର୍ଯ୍ୟକ୍ରମ। ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (RBI)ର ଆଞ୍ଚଳିକ ନିର୍ଦ୍ଦେଶକ ସାରଦା ପ୍ରସନ୍ନ ମହାନ୍ତି ଆଜି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ବିଭିନ୍ନ ବ୍ୟାଙ୍କ ଜରିଆରେ ଡିସେମ୍ବରରୁ ଆରମ୍ଭ ହେବ ଏହି କଏନ ଏକ୍ସଚେଞ୍ଜ କାର୍ଯ୍ୟକ୍ରମ। ୩ ମାସ ମଧ୍ୟରେ ସବୁ ବ୍ଲକ୍ର ବଜାର ସ୍ଥାନରେ ହେବ ଏହି ଏକ୍ସଚେଞ୍ଜ କାର୍ଯ୍ୟକ୍ରମ। ଏଥିରେ ଲୋକମାନେ କଏନ ସହ ମଇଳା ଓ ଚିରାଫଟା ନୋଟ୍ ବି ବଦଳାଇ ପାରିବେ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us