କଏନ ନନେଲେ କାର୍ଯ୍ୟାନୁଷ୍ଠାନ ! | Odisha Reporter
ରାଜ୍ୟର ବିଭିନ୍ନ ସ୍ଥାନରେ କଏନକୁ ନେଇ ଉପୁଜିଥିବା ଦ୍ୱନ୍ଦ୍ୱ ପରେ, ସାମ୍ନାକୁ ଆସିଲା ରିଜର୍ଭ ବ୍ୟାଙ୍କ। କଏନକୁ ନେଇ ଆଭିମୁଖ୍ୟ ସ୍ପଷ୍ଟ କଲା। ଖୁବଶୀଘ୍ର ରାଜ୍ୟର ସମସ୍ତ ୩୧୪ ବ୍ଲକରେ ହେବ କଏନ ଏକ୍ସଚେଞ୍ଜ କାର୍ଯ୍ୟକ୍ରମ। ୩ ମାସ ମଧ୍ୟରେ ସବୁ ବ୍ଲକର ବଜାର ସ୍ଥାନରେ ହେବ ଏହି ଏକ୍ସଚେଞ୍ଜ କାର୍ଯ୍ୟକ୍ରମ । ଏଥିରେ ଲୋକମାନେ କଏନ ସହ ମଇଳା ଓ ଚିରାଫଟା ନୋଟ୍ ବି ବଦଳାଇ ପାରିବେ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
