Advertisment

କାମଚଳା ବଜେଟ୍ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ

୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ୍ । ନିର୍ବାଚନ ଥିବାରୁ କାମଚଳା ବଜେଟ୍ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ।

Advertisment

ବିଧାନସଭାରେ ଆଜି ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ। ନିର୍ବାଚନ ପୂର୍ବରୁ ସେ ଉପସ୍ଥାପନ କରିଛନ୍ତି କାମଚଳା ବଜେଟ। ସେ ୧ ଲକ୍ଷ ୧୮ ହଜାର କୋଟିର କାମଚଳା ବଜେଟ ଉପସ୍ଥାପନ କରିଛନ୍ତି। 

Advertisment
Odisha State Budget
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe