Advertisment

ଟିକସ ବ୍ୟବସ୍ଥା ଅପରିବର୍ତ୍ତିତ

ବର୍ତ୍ତମାନ ପ୍ରଚଳିତ ଟିକସ ବ୍ୟବସ୍ଥା ଅପରିବର୍ତ୍ତନ ରହିବ।

author-image
Manoj Swain

କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ କାମଚଳା ବଜେଟ୍‌ ଉପସ୍ଥାପନ କରିଥିବା ବେଳେ ଟିକସ ବ୍ୟବସ୍ଥାରେ କୌଣସି ପରିବର୍ତ୍ତନ କରି ନାହାନ୍ତି। ବର୍ତ୍ତମାନ ପ୍ରଚଳିତ ଟିକସ ବ୍ୟବସ୍ଥା ଅପରିବର୍ତ୍ତନ ରହିବ। ସେହପରି କର୍ପୋରେଟ ଟିକସ ହାର ୩୦%ରୁ ୨୫%କୁ ହ୍ରାସ କରାଯିବା ନେଇ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ।

Advertisment
Union Budget 2024