Advertisment

ବଦଳିଲା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ନାମ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅର୍ଥମନ୍ତ୍ରୀ ଭାବେ ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ୨ଲକ୍ଷ ୬୫ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି ।

Advertisment

ପ୍ରଥମ ବିଜେପି ସରକାର ପ୍ରଥମ ବାର୍ଷିକ ବଜେଟ୍ ଉପସ୍ଥାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅର୍ଥମନ୍ତ୍ରୀ ଭାବେ ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ୨ଲକ୍ଷ ୬୫ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି । ଚଳିତ ବଜେଟରେ ବିଜେଡି ସରକାରର ବହୁଚର୍ଚ୍ଚିତ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ନାଁ ପରିବର୍ତ୍ତନ ହୋଇ ‘ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା’ ହୋଇଛି । ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Odisha Odisha Budget
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe