କେନ୍ଦ୍ରୀୟ ଅନୁଦାନକୁ ରାଜ୍ୟ ଅନୁଦାନରେ ମିଶାଇ ଅନେକ ସମୟରେ ରାଜ୍ୟ ବାହାବା ନିଏ ବୋଲି ଅଭିଯୋଗ ହୁଏ। ତେବେ ଏଭଳି ଏକ ଅଭିଯୋଗର ସତ୍ୟତାକୁ ଏବେ ଧରିଛନ୍ତି ସିଏଜି। ନିକଟରେ ସିଏଜି ବିଧାନସଭାରେ ଉପସ୍ଥାପନ କରିଥିବା ସ୍ଥାନୀୟ ପଂଚାୟତିରାଜ ଅନୁଷ୍ଠାନ ଓ ପୌର ସଂସ୍ଥାଗୁଡ଼ିକର ଅଡିଟ କରିବା ବେଳେ ଏହା ପଦାକୁ ଆସିଛି। ନମୁନା ରୂପେ ୯ଟି ପୌର ସଂସ୍ଥାର ଅନୁପାଳନ ସମୀକ୍ଷା କଲାବେଳେ ସିଏଜି ଭୁବନେଶ୍ବର ମହାନଗର ନିଗମ ବା ବିଏମସିରେ କେନ୍ଦ୍ରୀୟ ଅନୁଦାନ ଡାଇଭର୍ସନକୁ ଧରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Finance
କେନ୍ଦ୍ର କର୍ମଚାରୀଙ୍କୁ ସରକାରଙ୍କ ଦୀପାବଳି ଭେଟି, ୩% ବଢିଲା ମହଙ୍ଗା ଭତ୍ତା
ଆଜି କ୍ୟାବିନେଟ ବୈଠକ ପରେ ଏହି ଘୋଷଣା କରାଯାଇଛି।
Finance
୮୦ ବର୍ଷରୁ ଅଧିକ ବୟସ୍କଙ୍କ ପାଇଁ ୩୫୦୦ ଟଙ୍କା ଭତ୍ତା
ସାମାଜିକ ସୁରକ୍ଷା ଭତ୍ତା ୩ ହଜାର ୫ଶହ ଟଙ୍କା ହେବ। ପ୍ରଥମ ପର୍ଯ୍ୟାୟରେ ୮୦ ବର୍ଷରୁ ଅଧିକ ବୟସ୍କଙ୍କୁ ମିଳିବ ବର୍ଦ୍ଧିତ ଭତ୍ତା।
Finance
ବଦଳିଲା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ନାମ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅର୍ଥମନ୍ତ୍ରୀ ଭାବେ ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ୨ଲକ୍ଷ ୬୫ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି ।
Finance
୩୩, ୯୧୯ କୋଟିର କୃଷି ବଜେଟ
ଗତବର୍ଷ କୃଷି ବଜେଟ ଥିଲା ୨୪, ୮୨୯ କୋଟି । ଚଳିତ ବର୍ଷ କୃଷି ବଜେଟ ପରିମାଣ ୩୩, ୯୧୯ କୋଟି।
Finance
ଓଡ଼ିଶାକୁ ୧୦ ହଜାର ୫୮୬ କୋଟି ଟଙ୍କାର ଅନୁଦାନ
ରେଳ ବଜେଟ୍ରେ ଓଡ଼ିଶା ପାଇଁ ରେକର୍ଡ଼ ପରିମାଣରେ ଅର୍ଥ ଦିଆଯାଇଛି। ଏଥର ବଜେଟରେ ୧୦ ହଜାର ୫୮୬ କୋଟି ଟଙ୍କାର ଅନୁଦାନ ଦିଆଯାଇଛି।