ସାହାର ଗ୍ରୁପର ୪ଟି କୋପରେଟିଭ ସେସାଇଟି ଜରିଆରେ ଠକାମିର ଶିକାର ହୋଇଥିବା ଲୋକଙ୍କୁ ଏବେ ଟଙ୍କା ମିଳିବା ଆରମ୍ଭ ହୋଇଛି। ଠକାମିର ଶିକାର ହୋଇଥିବା ୧୦ କୋଟି ଜମାକାରୀଙ୍କୁ ୯ ମାସରେ ଟଙ୍କା ଫେରସ୍ତ ଦିଆଯାଇପାରିବ ବୋଲି କେନ୍ଦ୍ର ସମବାୟ ମନ୍ତ୍ରଣାଳୟ ସୁପ୍ରିମକୋର୍ଟରେ ଦର୍ଶାଇଥିଲେ। ଏହିକ୍ରମରେ ଓଡ଼ିଶାରୁ ଲୋକେ ସାହାରାରେ ଅତି କମରେ ୪,୬୦୦ କୋଟି ଟଙ୍କା ଜମା ରଖିଥିଲେ ବୋଲି କେନ୍ଦ୍ରୀୟ ସମବାୟ ନିବନ୍ଧକଙ୍କୁ ରିପୋର୍ଟ ଦେଇଛନ୍ତି ରାଜ୍ୟ ସମବାୟ ନିବନ୍ଧକ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Finance
କେନ୍ଦ୍ର କର୍ମଚାରୀଙ୍କୁ ସରକାରଙ୍କ ଦୀପାବଳି ଭେଟି, ୩% ବଢିଲା ମହଙ୍ଗା ଭତ୍ତା
ଆଜି କ୍ୟାବିନେଟ ବୈଠକ ପରେ ଏହି ଘୋଷଣା କରାଯାଇଛି।
Finance
୮୦ ବର୍ଷରୁ ଅଧିକ ବୟସ୍କଙ୍କ ପାଇଁ ୩୫୦୦ ଟଙ୍କା ଭତ୍ତା
ସାମାଜିକ ସୁରକ୍ଷା ଭତ୍ତା ୩ ହଜାର ୫ଶହ ଟଙ୍କା ହେବ। ପ୍ରଥମ ପର୍ଯ୍ୟାୟରେ ୮୦ ବର୍ଷରୁ ଅଧିକ ବୟସ୍କଙ୍କୁ ମିଳିବ ବର୍ଦ୍ଧିତ ଭତ୍ତା।
Finance
ବଦଳିଲା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ନାମ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅର୍ଥମନ୍ତ୍ରୀ ଭାବେ ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ୨ଲକ୍ଷ ୬୫ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି ।
Finance
୩୩, ୯୧୯ କୋଟିର କୃଷି ବଜେଟ
ଗତବର୍ଷ କୃଷି ବଜେଟ ଥିଲା ୨୪, ୮୨୯ କୋଟି । ଚଳିତ ବର୍ଷ କୃଷି ବଜେଟ ପରିମାଣ ୩୩, ୯୧୯ କୋଟି।
Finance
ଓଡ଼ିଶାକୁ ୧୦ ହଜାର ୫୮୬ କୋଟି ଟଙ୍କାର ଅନୁଦାନ
ରେଳ ବଜେଟ୍ରେ ଓଡ଼ିଶା ପାଇଁ ରେକର୍ଡ଼ ପରିମାଣରେ ଅର୍ଥ ଦିଆଯାଇଛି। ଏଥର ବଜେଟରେ ୧୦ ହଜାର ୫୮୬ କୋଟି ଟଙ୍କାର ଅନୁଦାନ ଦିଆଯାଇଛି।