Advertisment

ରାଷ୍ଟ୍ରପତିଙ୍କୁ ଭେଟିଲେ କେନ୍ଦ୍ର ଅର୍ଥମନ୍ତ୍ରୀ

ବଜେଟ୍‌ ଆଗତ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଥିଲେ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ।

Advertisment

ସଂସଦରେ ଆଜି ଉପସ୍ଥାପନ ହୋଇଛି କାମଚଳା ବଜେଟ। ମୋଦି ସରକାରର ଦ୍ୱିତୀୟ ପାଳିରେ ଏହା ହେଉଛି ଶେଷ ବଜେଟ। ବଜେଟ୍‌ ଆଗତ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଥିଲେ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ। ତାଙ୍କ ସହିତ ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ ଓ ଭାଗବତ କିଶନରାଓ କରାଡ ଏବଂ ଅର୍ଥ ସଚିବ ଟିଭି ସୋମନାଥନ ପ୍ରମୁଖ ମଧ୍ୟ ରାଷ୍ଟ୍ରପତିଙ୍କୁ ଭେଟିଥିଲେ।

Advertisment
Union Budget 2024 Interim-budget
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe