କେନ୍ଦ୍ର ଅର୍ଥମନ୍ତ୍ରୀ ଆଣିଥିବା ବଜେଟରେ ବିକଶିତ ଭାରତର ପ୍ରତିଛବି ଦେଖିବାକୁ ମିଳିଛି। ବିଶେଷ କରି ନିଯୁକ୍ତି, ଦକ୍ଷତା ବିକାଶ ଓ 4 କୋଟି ଯୁବକଙ୍କୁ ଅନ୍ୟାନ୍ୟ ସୁବିଧା ପ୍ରଧାନକୁ ସରକାର ପ୍ରାଧାନ୍ୟ ଦେଇଛନ୍ତି। ଦୃଢ଼ ବିକାଶର ରାସ୍ତାରେ ଦେଶକୁ ଆଗେଇ ନେବା ଲକ୍ଷ୍ୟରେ ଏଥରର ବଜେଟକୁ ପ୍ରସ୍ତୁତ କରାଯାଇଥିବା କୁହାଯାଇଛି। …
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Finance
କେନ୍ଦ୍ର କର୍ମଚାରୀଙ୍କୁ ସରକାରଙ୍କ ଦୀପାବଳି ଭେଟି, ୩% ବଢିଲା ମହଙ୍ଗା ଭତ୍ତା
ଆଜି କ୍ୟାବିନେଟ ବୈଠକ ପରେ ଏହି ଘୋଷଣା କରାଯାଇଛି।
Finance
୮୦ ବର୍ଷରୁ ଅଧିକ ବୟସ୍କଙ୍କ ପାଇଁ ୩୫୦୦ ଟଙ୍କା ଭତ୍ତା
ସାମାଜିକ ସୁରକ୍ଷା ଭତ୍ତା ୩ ହଜାର ୫ଶହ ଟଙ୍କା ହେବ। ପ୍ରଥମ ପର୍ଯ୍ୟାୟରେ ୮୦ ବର୍ଷରୁ ଅଧିକ ବୟସ୍କଙ୍କୁ ମିଳିବ ବର୍ଦ୍ଧିତ ଭତ୍ତା।
Finance
ବଦଳିଲା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ନାମ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅର୍ଥମନ୍ତ୍ରୀ ଭାବେ ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ୨ଲକ୍ଷ ୬୫ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି ।
Finance
୩୩, ୯୧୯ କୋଟିର କୃଷି ବଜେଟ
ଗତବର୍ଷ କୃଷି ବଜେଟ ଥିଲା ୨୪, ୮୨୯ କୋଟି । ଚଳିତ ବର୍ଷ କୃଷି ବଜେଟ ପରିମାଣ ୩୩, ୯୧୯ କୋଟି।
Finance
ଓଡ଼ିଶାକୁ ୧୦ ହଜାର ୫୮୬ କୋଟି ଟଙ୍କାର ଅନୁଦାନ
ରେଳ ବଜେଟ୍ରେ ଓଡ଼ିଶା ପାଇଁ ରେକର୍ଡ଼ ପରିମାଣରେ ଅର୍ଥ ଦିଆଯାଇଛି। ଏଥର ବଜେଟରେ ୧୦ ହଜାର ୫୮୬ କୋଟି ଟଙ୍କାର ଅନୁଦାନ ଦିଆଯାଇଛି।