ନୂଆଦିଲ୍ଲୀ (ଓଡ଼ିଶା ରିପୋର୍ଟର): ଜେଟ୍ ଫୁଏଲ୍ ଉପରେ ସରକାରଙ୍କ ପକ୍ଷରୁ ଲାଗୁ କରାଯାଉଥିବା ଗେଟ୍ ଟ୍ୟାକ୍ସର ପରିମାଣ ହ୍ରାସ ନେଇ ଆଜି ଘୋଷଣା କରାଯାଇଛି। ପୂର୍ବରୁ ଏହାର ପରିମାଣ ୧୪ ପ୍ରତିଶତ ଥିଲା ଏବଂ ବର୍ତ୍ତମାନ ଏହା ୧୧ ପ୍ରତିଶତକୁ ଖସିଆସିଥିବା କୁହାଯାଇଛି।
ଏହି ନିଷ୍ପତ୍ତି ଫଳରେ ସଙ୍କଟରେ ଥିବା ବିମାନ ବ୍ୟବସାୟ ପାଇଁ ଆଶ୍ୱସ୍ତି ସ୍ୱରୂପ ବିମାନ ଇନ୍ଧନର ଦର ହ୍ରାସ ପାଇ ପାରିବ। ଆସନ୍ତାକାଲିଠାରୁ ଏହି ନୂତନ ଦର ଲାଗୁ ହେବ। ସରକାରଙ୍କର ଏହି ନିର୍ଦ୍ଦେଶରେ କୁହାଯାଇଛି, ଜାତୀୟ ସ୍ୱାର୍ଥ ଦୃଷ୍ଟିରୁ ଏହା ବହୁତ ଜରୁରି ଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆମେରିକା ଏଜେନ୍ସିର ଅଭିଯୋଗ, ୨୦୨୧ରେ ଜଗନ ରେଡ୍ଡୀଙ୍କୁ ଲାଞ୍ଚ ପ୍ରତିଶ୍ରୁତି ଦେଇଥିଲେ ଆଦାନୀ
ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏହି ଅଭିଯୋଗ ଆଣିଛି।
Business
ଦୋହଲିଲା ଆଦାନୀ ସାମ୍ରାଜ୍ୟ; ଶେଆର ବଜାରରେ ଦିନକରେ ୫ ଲକ୍ଷ ୩୫ ହଜାର କୋଟି ବୁଡ଼ିଲା
ଏହି ଘଟଣା ଆଦାନୀଙ୍କ ବ୍ୟବସାୟ ସାମ୍ରାଜ୍ୟକୁ ସମ୍ପୂର୍ଣ୍ଣ ଦୋହଲାଇ ଦେଇଥିବା ବେଳେ ଭାରତୀୟ ଶେଆର ବଜାରରେ ହୋଇଛି ପ୍ରଚଣ୍ଡ ବିସ୍ଫୋରଣ।
Business
ଆଦାନୀ ଲାଞ୍ଚ ମାମଲା: ଆମେରିକା ଅଭିଯୋଗ ତାଲିକାରେ ଅଛି ଓଡ଼ିଶା
ଗୌତମ ଆଦାନୀଙ୍କ ସମେତ ଭାରତର ଚାରିଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଆମେରିକା କୋର୍ଟଙ୍କ ଅଭିଯୋଗ ତାଲିକାରେ ଅଛି।
Business
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ପ୍ରତିକ୍ରିୟା ରଖିଲା ଆଦାନୀ ଗ୍ରୁପ୍
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ଆଦାନୀ ଗ୍ରୁପର ଷ୍ଟକ୍ ମୂଲ୍ୟ ହ୍ରାସ ପାଇଛି।
Business
ଇଣ୍ଡିଆ ଫୋର୍ବସ ତାଲିକାରେ ସ୍ଥାନ ପାଇଥିବା OTVକୁ ମିଳିଲା ସମ୍ମାନ
ଆଗାମୀ ଦିନରେ ବି ଏମିତି ଉପରେ ରହିବୁ ବୋଲି ଆଶା ଥିବା କହିଛନ୍ତି ଓଟିଭି ନେଟୱର୍କର ଏମ୍ଡି ଜଗି ମଙ୍ଗତ ପଣ୍ଡା।