ଶସ୍ତା ହେବ ସୁନା ଓ ରୁପା

୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ ଉପସ୍ଥାପନ କରିଛନ୍ତି। ଅର୍ଥମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ, ସୁନା, ରୁପା ଓ ପ୍ଲାଟିନମ ଉପରେ ଲାଗୁଥିବା ସୀମା ଶୁଳ୍କ ହ୍ରାସ ପାଇବ। ସୁନା ଓ ରୁପା ଉପରୁ କଷ୍ଟମ ଡ୍ୟୁଟି ବା ସୀମା ଶୁଳ୍କ ୬% ହ୍ରାସ କରାଯିବ। 

Manoj Swain
  • Published: Tuesday, 23 July 2024
  • Updated: 23 July 2024, 04:34 PM IST

୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ ଉପସ୍ଥାପନ କରିଛନ୍ତି। ଅର୍ଥମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ, ସୁନା, ରୁପା ଓ ପ୍ଲାଟିନମ ଉପରେ ଲାଗୁଥିବା ସୀମା ଶୁଳ୍କ ହ୍ରାସ ପାଇବ। ସୁନା ଓ ରୁପା ଉପରୁ କଷ୍ଟମ ଡ୍ୟୁଟି ବା ସୀମା ଶୁଳ୍କ ୬% ହ୍ରାସ କରାଯିବ। ପ୍ଲାଟିନମ ଉପରୁ କଷ୍ଟମ ଡ୍ୟୁଟି ୬.୪% ହ୍ରାସ କରାଯିବ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos