Advertisment

ଶସ୍ତା ହେବ ସୁନା ଓ ରୁପା

୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ ଉପସ୍ଥାପନ କରିଛନ୍ତି। ଅର୍ଥମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ, ସୁନା, ରୁପା ଓ ପ୍ଲାଟିନମ ଉପରେ ଲାଗୁଥିବା ସୀମା ଶୁଳ୍କ ହ୍ରାସ ପାଇବ। ସୁନା ଓ ରୁପା ଉପରୁ କଷ୍ଟମ ଡ୍ୟୁଟି ବା ସୀମା ଶୁଳ୍କ ୬% ହ୍ରାସ କରାଯିବ।

Advertisment

୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ ଉପସ୍ଥାପନ କରିଛନ୍ତି। ଅର୍ଥମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ, ସୁନା, ରୁପା ଓ ପ୍ଲାଟିନମ ଉପରେ ଲାଗୁଥିବା ସୀମା ଶୁଳ୍କ ହ୍ରାସ ପାଇବ। ସୁନା ଓ ରୁପା ଉପରୁ କଷ୍ଟମ ଡ୍ୟୁଟି ବା ସୀମା ଶୁଳ୍କ ୬% ହ୍ରାସ କରାଯିବ। ପ୍ଲାଟିନମ ଉପରୁ କଷ୍ଟମ ଡ୍ୟୁଟି ୬.୪% ହ୍ରାସ କରାଯିବ। 

Advertisment
Nirmala Sitharaman Union Budget 2024
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe