ନୂଆଦିଲ୍ଲୀ: କେନ୍ଦ୍ର ସରକାର ବସ୍ତୁ ଓ ସେବା କର (ଜିଏସଟି) ସମ୍ବନ୍ଧିତରାଜସ୍ୱ ବଂଟନ ପାଇଁ ଯେଉଁ ନୀତି ନିଦ୍ଧାର୍ରଣ କରିଛନ୍ତି ତାହାକୁ କୌଣସି ରାଜ୍ୟ ସରକାର ବିରୋଧ କରୁ ନାହାନ୍ତି ବୋଲି କେନ୍ଦ୍ର ଅର୍ଥ ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ସିହ୍ନା କହିଛନ୍ତି। ରାଜ୍ୟସଭାରେ ଏକ ଲିଖିତ ଉତ୍ତରରେ ସେ କହିଥିଲେ ଯେ ପ୍ରସ୍ତାବିତ ଜିଏସଟି ବ୍ୟବସ୍ଥାରେ କେନ୍ଦ୍ର ଓ ରାଜ୍ୟ ଉଭୟେ ଉପକୃତ ହେବେ। ପ୍ରତ୍ୟେକ ଜିନିଷ ଉପରେ ଟିକସ ରହିବ। କେନ୍ଦ୍ର ସରକାର କେନ୍ଦ୍ରୀୟ ବସ୍ତୁ ଓ ସେବା କର ଆଦାୟ କରିବେ। ଗୋଟିଏ ରାଜ୍ୟରୁ ଅନ୍ୟ ରାଜ୍ୟକୁ ଯାଉଥିବା ଜିନିଷ ଉପରେ କେନ୍ଦ୍ର ସରକାର କର ଧାର୍ଯ୍ୟ କରିବେ। ସେହି ଅର୍ଥ ରାଜ୍ୟ ଓ କେନ୍ଦ୍ର ମଧ୍ୟରେ ଧାରା ୨୬୯ (ଏ) ଅନୁଯାୟୀ ବଂଟନ କରାଯିବ ବୋଲି ଶ୍ରୀ ସିହ୍ନା କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ରାଜ୍ୟ ବଜେଟ୍ ପ୍ରସ୍ତୁତି ପାଇଁ ସମସ୍ତଙ୍କ ମତାମତ ଲୋଡ଼ିଲା ଅର୍ଥ ବିଭାଗ
୨୦୨୫-୨୬ ଆର୍ଥିକ ବର୍ଷ ବଜେଟ୍ ପ୍ରସ୍ତୁତ ପାଇଁ ଅର୍ଥ ବିଭାଗ ଏକ ନିର୍ଦ୍ଦିଷ୍ଟ ଢାଂଚାରେ ଜନସାଧାରଣଙ୍କଠୁ ପରାମର୍ଶ ଆହ୍ୱାନ କରିଛନ୍ତି । ଯାହାକି ବଜେଟ୍ ଓଡ଼ିଶା ୱେବପୋର୍ଟାଲରେ ଉପଲବ୍ଧ ।
Business
ସୁଜୁକି ମୋଟର କର୍ପୋରେସନର ପୂର୍ବତନ ଅଧ୍ୟକ୍ଷ ଓସାମୁ ସୁଜୁକିଙ୍କ ପରଲୋକ
ଓସାମୁ ସୁଜୁକିଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି।
Business
୧୦.୫୦ ଲକ୍ଷ ଯାଏ ଆୟ କରୁଥିଲେ ଦେବାକୁ ପଡ଼ିପାରେ କମ ଟିକସ!
ଆସନ୍ତାବର୍ଷ ଫେବୃଆରୀ ୧ରେ କେନ୍ଦ୍ର ସରକାର ପୂର୍ଣ୍ଣାଙ୍ଗ ବଜେଟ ସଂସଦରେ ଉପସ୍ଥାପନ କରିବେ। ଏହି ସମୟରେ ନୂଆ ଟିକସ ବ୍ୟବସ୍ଥା ଆସିବାର ଯଥେଷ୍ଟ ସମ୍ଭାବନା ରହିଛି।
Business
ଟାରିଫ୍ ନିୟମରେ ସଂଶୋଧନ, ଫେରିବ ୧୦ ଟଙ୍କିଆ ରିଚାର୍ଜ କୁପନ୍
ଟେଲିକମ୍ କମ୍ପାନୀମାନଙ୍କୁ ଅତି କମରେ ୧୦ ଟଙ୍କିଆ ଟପ୍ ଅପ୍ ରିଚାର୍ଜ ଭାଉଚର ରଖିବାକୁ ପଡ଼ିବ।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।