ଯାଜପୁର: ଇଣ୍ଡିଆନ୍ ମେଟାଲ୍ସ ଆଣ୍ଡ ଫେରୋ ଆଲୟେଜ୍ (ଇମ୍ଫ।) ପାଳନ କରିଛି ତା'ର ୫୪ ତମ ପ୍ରତିଷ୍ଠା ଦିବସ। ଏହି ଅବସରରେ ଯାଜପୁର, କାଳିଆପାଣି ସ୍ଥିତ ଇମ୍ଫାର ଖଣି ଅଞ୍ଚଳରେ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ପରିଚାଳନା ନିର୍ଦ୍ଦେଶକ ଶୁଭ୍ରକାନ୍ତ ପଣ୍ଡା। ତା'ସହ କମ୍ପାନୀର କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ। ଏହି ଅବସରରେ କମ୍ପାନୀର ସୁକିନ୍ଦା ଏବଂ ମହାଗିରି ମାଇନ୍ସର କ୍ୱାଣ୍ଟିଟି କଣ୍ଟ୍ରୋଲ୍ ୟୁନିଟକୁ ଉଦଘାଟନ କରିଥିଲେ ଏକଡି ଶୁଭ୍ରକାନ୍ତ। ତା'ସହ ଏହାର ଭାଲ୍ୟୁ ଆଡିସନ୍ ଉପରେ ଗୁରୁତ୍ୱାରୋପ କରିଥିଲେ। କାର୍ଯ୍ୟକ୍ରମ ଅବସରରେ ଶ୍ରୀପଣ୍ଡାଙ୍କ ସମେତ କମ୍ପାନୀର ସିନିୟର ଭାଇସ୍ ପ୍ରେସିଡେଣ୍ଟ ସଞ୍ଜୀବ ଦାସ, ଫେରୋ ଆଲୟେଜ୍ ୟୁନିଟ୍ ହେଡ୍ ଡି.କେ.ମହାନ୍ତି, ଭିପି ମାଇନିଂ ପୁରନ୍ଜୟ ବେହେରା ଏବଂ ସିନିୟର୍ ଜେନେରାଲ୍ ମ୍ୟାନେଜର ସୁଧାଂଶୁ ପତ୍ରି ପ୍ରମୁଖ ଯୋଗ ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆମେରିକା ଏଜେନ୍ସିର ଅଭିଯୋଗ, ୨୦୨୧ରେ ଜଗନ ରେଡ୍ଡୀଙ୍କୁ ଲାଞ୍ଚ ପ୍ରତିଶ୍ରୁତି ଦେଇଥିଲେ ଆଦାନୀ
ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏହି ଅଭିଯୋଗ ଆଣିଛି।
Business
ଦୋହଲିଲା ଆଦାନୀ ସାମ୍ରାଜ୍ୟ; ଶେଆର ବଜାରରେ ଦିନକରେ ୫ ଲକ୍ଷ ୩୫ ହଜାର କୋଟି ବୁଡ଼ିଲା
ଏହି ଘଟଣା ଆଦାନୀଙ୍କ ବ୍ୟବସାୟ ସାମ୍ରାଜ୍ୟକୁ ସମ୍ପୂର୍ଣ୍ଣ ଦୋହଲାଇ ଦେଇଥିବା ବେଳେ ଭାରତୀୟ ଶେଆର ବଜାରରେ ହୋଇଛି ପ୍ରଚଣ୍ଡ ବିସ୍ଫୋରଣ।
Business
ଆଦାନୀ ଲାଞ୍ଚ ମାମଲା: ଆମେରିକା ଅଭିଯୋଗ ତାଲିକାରେ ଅଛି ଓଡ଼ିଶା
ଗୌତମ ଆଦାନୀଙ୍କ ସମେତ ଭାରତର ଚାରିଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଆମେରିକା କୋର୍ଟଙ୍କ ଅଭିଯୋଗ ତାଲିକାରେ ଅଛି।
Business
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ପ୍ରତିକ୍ରିୟା ରଖିଲା ଆଦାନୀ ଗ୍ରୁପ୍
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ଆଦାନୀ ଗ୍ରୁପର ଷ୍ଟକ୍ ମୂଲ୍ୟ ହ୍ରାସ ପାଇଛି।
Business
ଇଣ୍ଡିଆ ଫୋର୍ବସ ତାଲିକାରେ ସ୍ଥାନ ପାଇଥିବା OTVକୁ ମିଳିଲା ସମ୍ମାନ
ଆଗାମୀ ଦିନରେ ବି ଏମିତି ଉପରେ ରହିବୁ ବୋଲି ଆଶା ଥିବା କହିଛନ୍ତି ଓଟିଭି ନେଟୱର୍କର ଏମ୍ଡି ଜଗି ମଙ୍ଗତ ପଣ୍ଡା।