ନୂଆଦିଲ୍ଲୀ: ନୂଆଦିଲ୍ଲୀ ପ୍ରଗତି ମଇଦାନରେ ଆଜିଠାରୁ ଆରମ୍ଭ ହୋଇଛି ୩୫ ତମ ଇଣ୍ଡିଆ ଇଣ୍ଟରନେସନାଲ ଟ୍ରେଡ ଫେଷ୍ଟିଭାଲ୍। ରାଷ୍ଟ୍ରପତି ପ୍ରଣବ ମୂଖାର୍ଜୀ ଏହାକୁ ଉଦଘାଟନ କରିଛନ୍ତି। ଏହି ମେଳାରେ ବିଭିନ୍ନ ରାଜ୍ୟର ମଣ୍ଡପ ମଧ୍ୟରେ ଓଡିଶାର କଳା ସଂସ୍କୃତି , ପର୍ଯ୍ୟଟନ ସ୍ଥାନ ପାଇଛି। ଓଡିଶା ମଣ୍ଡପକୁ ଦୁଇ ମନ୍ତ୍ରୀ ଅତନୁ ସବ୍ୟସାଚୀ ଏବଂ ଅଶୋକ ପଣ୍ଡା ଉଦଘାଟନ କରିଥିଲେ। ଓଡ଼ିଶା ମଣ୍ଡପର ଥିମ୍ ରହିଛି ‘ଡେଷ୍ଟିନେସନ୍ ଅଫ୍ ଚଏସ୍’। ଏହି ଅବସରରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଅତନୁ ସବ୍ୟସାଚୀ କହିଥିଲେ ଯେ ଓଡ଼ିଶା ପ୍ୟାଭିଲିୟନର ଥିମରେ ରାଜ୍ୟର ଶିଳ୍ପଠାରୁ ଆରମ୍ଭ କରି ପର୍ଯ୍ୟଟନକୁ ସାମିଲ କରାଯାଇଛି। ସେହିପରି ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଅଶୋକ ପଣ୍ଡା କହିଛନ୍ତି ଯେ ଏଥର ଓଡ଼ିଶାର ମଣ୍ଡପ ସବୁଠୁ ଅଧିକ ଆକର୍ଷଣୀୟ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆମେରିକା ଏଜେନ୍ସିର ଅଭିଯୋଗ, ୨୦୨୧ରେ ଜଗନ ରେଡ୍ଡୀଙ୍କୁ ଲାଞ୍ଚ ପ୍ରତିଶ୍ରୁତି ଦେଇଥିଲେ ଆଦାନୀ
ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏହି ଅଭିଯୋଗ ଆଣିଛି।
Business
ଦୋହଲିଲା ଆଦାନୀ ସାମ୍ରାଜ୍ୟ; ଶେଆର ବଜାରରେ ଦିନକରେ ୫ ଲକ୍ଷ ୩୫ ହଜାର କୋଟି ବୁଡ଼ିଲା
ଏହି ଘଟଣା ଆଦାନୀଙ୍କ ବ୍ୟବସାୟ ସାମ୍ରାଜ୍ୟକୁ ସମ୍ପୂର୍ଣ୍ଣ ଦୋହଲାଇ ଦେଇଥିବା ବେଳେ ଭାରତୀୟ ଶେଆର ବଜାରରେ ହୋଇଛି ପ୍ରଚଣ୍ଡ ବିସ୍ଫୋରଣ।
Business
ଆଦାନୀ ଲାଞ୍ଚ ମାମଲା: ଆମେରିକା ଅଭିଯୋଗ ତାଲିକାରେ ଅଛି ଓଡ଼ିଶା
ଗୌତମ ଆଦାନୀଙ୍କ ସମେତ ଭାରତର ଚାରିଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଆମେରିକା କୋର୍ଟଙ୍କ ଅଭିଯୋଗ ତାଲିକାରେ ଅଛି।
Business
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ପ୍ରତିକ୍ରିୟା ରଖିଲା ଆଦାନୀ ଗ୍ରୁପ୍
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ଆଦାନୀ ଗ୍ରୁପର ଷ୍ଟକ୍ ମୂଲ୍ୟ ହ୍ରାସ ପାଇଛି।
Business
ଇଣ୍ଡିଆ ଫୋର୍ବସ ତାଲିକାରେ ସ୍ଥାନ ପାଇଥିବା OTVକୁ ମିଳିଲା ସମ୍ମାନ
ଆଗାମୀ ଦିନରେ ବି ଏମିତି ଉପରେ ରହିବୁ ବୋଲି ଆଶା ଥିବା କହିଛନ୍ତି ଓଟିଭି ନେଟୱର୍କର ଏମ୍ଡି ଜଗି ମଙ୍ଗତ ପଣ୍ଡା।