Advertisment

ଭୁବନେଶ୍ୱରରେ ଖୋଲିଲା ଦେଶର ପ୍ରଥମ ଚାଉଳ ATM

ଭୁବନେଶ୍ୱର ମଞ୍ଚେଶ୍ୱରରେ ଥିବା ଚାଉଳ ଗୋଦାମରେ ଖୋଲିଛି ଚାଉଳ ATM। ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହି ଚାଉଳ ଏଟିଏମ୍‌ ଲୋକାର୍ପିତ କରିଛନ୍ତି।

author-image
Manoj Swain
ଅଦ୍ୟତନ ହୋଇଛି

ରାଜଧାନୀ ଭୁବନେଶ୍ୱରରେ ଲୋକାର୍ପିତ ହୋଇଛି ଦେଶର ପ୍ରଥମ ଚାଉଳ ଏଟିଏମ୍‌। ଏହାକୁ ନେଇ ହିତାଧିକାରୀଙ୍କ ମଧ୍ୟରେ ଉତ୍ସାହ ଖେଳି ଯାଇଛି। ଭୁବନେଶ୍ୱର ମଞ୍ଚେଶ୍ୱରରେ ଥିବା ଚାଉଳ ଗୋଦାମରେ ଖୋଲିଛି ଏହି ଚାଉଳ ATM। ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହି ଚାଉଳ ଏଟିଏମ୍‌କୁ ଲୋକାର୍ପିତ କରିଛନ୍ତି। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Bhubaneswar Odisha