ମୋହନ କରିବେ ଜିଲ୍ଲାକୁ ଶିଳ୍ପ ସମୃଦ୍ଧ, କେନ୍ଦୁଝରକୁ ଆସିବ ପସ୍କୋ । କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା । ସ୍ପଷ୍ଟ କଲେ ମୋହନ ଜେଏସଡବଲ୍ୟୁ ଓ ପସ୍କୋ ସହ ହୋଇଥିଲା ଆଲୋଚନା । କେନ୍ଦୁଝରରେ ପ୍ଲାଣ୍ଟ ହେବ ବୋଲି ସ୍ପଷ୍ଟ କରିଛି କଂପାନି । ବିଜୁ ବସାଇଥିଲେ କଳିଙ୍ଗ ଆଇରନ ୱାର୍କସ, ମୋହନ କରିବେ ଇସ୍ପାତ କାରଖାନା। ଦେଖନ୍ତୁ ପୂରା ରିପୋର୍ଟ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ପ୍ରତିକ୍ରିୟା ରଖିଲା ଆଦାନୀ ଗ୍ରୁପ୍
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ଆଦାନୀ ଗ୍ରୁପର ଷ୍ଟକ୍ ମୂଲ୍ୟ ହ୍ରାସ ପାଇଛି।
Business
ଇଣ୍ଡିଆ ଫୋର୍ବସ ତାଲିକାରେ ସ୍ଥାନ ପାଇଥିବା OTVକୁ ମିଳିଲା ସମ୍ମାନ
ଆଗାମୀ ଦିନରେ ବି ଏମିତି ଉପରେ ରହିବୁ ବୋଲି ଆଶା ଥିବା କହିଛନ୍ତି ଓଟିଭି ନେଟୱର୍କର ଏମ୍ଡି ଜଗି ମଙ୍ଗତ ପଣ୍ଡା।
Business
ସକାଳେ ଥିଲା ମିଟିଂ, ଯୋଗଦେଇ ନ ପାରିବାରୁ ୯୯ ଜଣଙ୍କୁ କାଢିଦେଲେ CEO
୧୧୦ କର୍ମଚାରୀଙ୍କ ମଧ୍ୟରୁ ୯୯ ଜଣଙ୍କୁ ଏକା ସାଙ୍ଗରେ ବାହାର କରିଛି କମ୍ପାନୀ।
Business
ପ୍ରତି ପଞ୍ଚାୟତରେ ଖୋଲିବ କ୍ଷୀର ଧାରା କେନ୍ଦ୍ର: ମନ୍ତ୍ରୀ
ନୂଆ ପ୍ରଡକ୍ଟ ନେଇ ମନ୍ତ୍ରୀ କହିଛନ୍ତି, ଆଗାମୀ ଦିନରେ ବହୁ ନୂଆ ପ୍ରଡକ୍ଟ ଆଣିବାକୁ ଯାଉଛି। ଲୋକଙ୍କ ଆବଶ୍ୟକତାକୁ ଦେଖି ଓମ୍ଫେଡ୍ର ଟେଟ୍ରାପେକ୍, ପାଣି ପାଉଚ୍, ଆଇସକ୍ରିମ୍, ଚକୋଲେଟ୍ ଆଦି ତିଆରି କରିବ।
Technology
ପାର୍ବଣରେ ହାଇ ଡିମାଣ୍ଡ, ଭାରତରେ ବିକ୍ରି ହୋଇଛି ୩.୯୩ ଲକ୍ଷ କାର୍
ଚଳିତ ବର୍ଷ ପାର୍ବଣ ଋତୁରେ ରେକର୍ଡ ସଂଖ୍ୟକ ଦୁଇ ଚକିଆ ଓ ଚାରି ଚକିଆ ଯାନ ବିକ୍ରି ହୋଇଛି।