କାଲିକଟ: କେରଳର କାରିପୁର ବିମାନବନ୍ଦରରୁ ରବିବାର ଜଣେ ଯାତ୍ରୀଙ୍କଠାରୁ ୨୦ଟି ସୁନା ବିସ୍କୁଟ୍ ଜବତ କରଯାଇଛି। ଏଗୁଡ଼ିକ ଓଜନ ୨.୩୩ କିଲୋଗ୍ରାମ ହୋଇଥିବା ବେଳେ ଏହାର ମୂଲ୍ୟ ୬୨.୨୧ ଲକ୍ଷ ଟଙ୍କା ବୋଲି କୁହାଯାଇଛି। ଯାତ୍ରୀ ଜଣଙ୍କ ଦୁବାଇରୁ ଫେରିଥିଲେ। ତାଙ୍କ ନାଁ ଭି.ଏ ହରିଶ (୩୫)। ତାଙ୍କୁ ଗିରଫ କରାଯାଇଛି।
ଏୟାର କଷ୍ଟମ୍ ଆସିଷ୍ଟାଣ୍ଟ୍ କମିଶନର ଜେ ଆନନ୍ଦ କୁମାର କହିଛନ୍ତି, ସୁନା ବିସ୍କୁଟ୍ ଗୁଡ଼ିକ ବିମାନର ଚଟାଣରେ ପଡ଼ିଥିବା ମ୍ୟାଟ୍ ତଳେ ରଖାଯାଇଥିଲା। ସେହି ପାଖରେ ହିଁ ହରିଣ ବସିଥିଲେ। ସନ୍ଦେହରେ ତାଙ୍କୁ ପଚରାଉଚରା କରାଯାଇଥିଲା। ଆଉ ସେ ମାନିଥିଲେ ଯେ ସୁନା ବିସ୍କୁଟଗୁଡ଼ିକ ତାଙ୍କର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଇଣ୍ଡିଆ ଫୋର୍ବସ ତାଲିକାରେ ସ୍ଥାନ ପାଇଥିବା OTVକୁ ମିଳିଲା ସମ୍ମାନ
ଆଗାମୀ ଦିନରେ ବି ଏମିତି ଉପରେ ରହିବୁ ବୋଲି ଆଶା ଥିବା କହିଛନ୍ତି ଓଟିଭି ନେଟୱର୍କର ଏମ୍ଡି ଜଗି ମଙ୍ଗତ ପଣ୍ଡା।
Business
ସକାଳେ ଥିଲା ମିଟିଂ, ଯୋଗଦେଇ ନ ପାରିବାରୁ ୯୯ ଜଣଙ୍କୁ କାଢିଦେଲେ CEO
୧୧୦ କର୍ମଚାରୀଙ୍କ ମଧ୍ୟରୁ ୯୯ ଜଣଙ୍କୁ ଏକା ସାଙ୍ଗରେ ବାହାର କରିଛି କମ୍ପାନୀ।
Business
ପ୍ରତି ପଞ୍ଚାୟତରେ ଖୋଲିବ କ୍ଷୀର ଧାରା କେନ୍ଦ୍ର: ମନ୍ତ୍ରୀ
ନୂଆ ପ୍ରଡକ୍ଟ ନେଇ ମନ୍ତ୍ରୀ କହିଛନ୍ତି, ଆଗାମୀ ଦିନରେ ବହୁ ନୂଆ ପ୍ରଡକ୍ଟ ଆଣିବାକୁ ଯାଉଛି। ଲୋକଙ୍କ ଆବଶ୍ୟକତାକୁ ଦେଖି ଓମ୍ଫେଡ୍ର ଟେଟ୍ରାପେକ୍, ପାଣି ପାଉଚ୍, ଆଇସକ୍ରିମ୍, ଚକୋଲେଟ୍ ଆଦି ତିଆରି କରିବ।
Technology
ପାର୍ବଣରେ ହାଇ ଡିମାଣ୍ଡ, ଭାରତରେ ବିକ୍ରି ହୋଇଛି ୩.୯୩ ଲକ୍ଷ କାର୍
ଚଳିତ ବର୍ଷ ପାର୍ବଣ ଋତୁରେ ରେକର୍ଡ ସଂଖ୍ୟକ ଦୁଇ ଚକିଆ ଓ ଚାରି ଚକିଆ ଯାନ ବିକ୍ରି ହୋଇଛି।
Business
ମୋଦିଙ୍କ ଶାସନରେ କମିଛି ମଧ୍ୟବିତ୍ତଙ୍କ ମୁଣ୍ଡରୁ ଟିକସ ବୋଝ
ମୋଦି ସରକାର ଲାଗୁ କରିଥିବା ଶକ୍ତିଶାଳୀ ଟିକସ ଚୋରି ନିରୋଧ ଆଇନ ଓ କଳା ଟଙ୍କା ଆଇନ ଯୋଗୁ ୫୦ ଲକ୍ଷରୁ ଅଧିକ ଆୟ କରୁଥିବା ଲୋକଙ୍କ ରିଟର୍ଣ୍ଣ ଫାଇଲ କରିବା ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି।