ମୁମ୍ବାଇ: ଭାରତକୁ ବିଶ୍ୱର ଉତ୍ପାଦନ କେନ୍ଦ୍ର ଭାବେ ପରିଣତ କରିବାକୁ ଆମେ ଚାହୁଁ। ଭାରତରେ ଯେଭଳି ବ୍ୟବସାୟ କରିବା ସହଜ ହେବ ସେ ଭଳି ସୁଯୋଗ ସୃଷ୍ଟି କରିବାକୁ ଆମେ ପ୍ରତିଶ୍ରୁତିବଦ୍ଧ। ଅଜି ମୁମ୍ବାଇରେ ‘ମେକ୍ ଇନ୍ ଇଣ୍ଡିଆ ୱିକ୍’ର ଶୁଭାରମ୍ଭ କରି ଏହା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।ଉତ୍ପାଦନ କ୍ଷେତ୍ରରେ ଭାରତର ସଫଳତାକୁ ବିଶ୍ୱବାସୀଙ୍କୁ ପ୍ରଦର୍ଶନ କରିବା ଏବଂ ଭାରତକୁ ଉତ୍ପାଦନ କେନ୍ଦ୍ର ଭାବେ ପ୍ରୋତ୍ସାହିତ କରିବା ହେଉଛି ‘ମେକ୍ ଇନ୍ ଇଣ୍ଡିଆ ୱିକ୍’ର ଲକ୍ଷ୍ୟ। ‘ମେକ୍ ଇନ୍ ଇଣ୍ଡିଆ ୱିକ୍’ରେ ୪୯ଟି ରାଷ୍ଟ୍ରର ସରକାରୀ ପ୍ରତିନିଧି ଓ ୬୮ ରାଷ୍ଟ୍ରର ବ୍ୟବସାୟିକ ପ୍ରତିନିଧି ଅଂଶ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ରାଜ୍ୟରେ ଥିବା ଶିଳ୍ପ ପାଇଁ ସୁଯୋଗ ଓ ସୁବିଧା ସମ୍ପର୍କରେ ମତ ରଖିବେ। ଏ ନେଇ ସେ ଆଜି ନିଜ ଟ୍ୱିଟର ପେଜରେ ଟ୍ୱିଟ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆମେରିକା ଏଜେନ୍ସିର ଅଭିଯୋଗ, ୨୦୨୧ରେ ଜଗନ ରେଡ୍ଡୀଙ୍କୁ ଲାଞ୍ଚ ପ୍ରତିଶ୍ରୁତି ଦେଇଥିଲେ ଆଦାନୀ
ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏହି ଅଭିଯୋଗ ଆଣିଛି।
Business
ଦୋହଲିଲା ଆଦାନୀ ସାମ୍ରାଜ୍ୟ; ଶେଆର ବଜାରରେ ଦିନକରେ ୫ ଲକ୍ଷ ୩୫ ହଜାର କୋଟି ବୁଡ଼ିଲା
ଏହି ଘଟଣା ଆଦାନୀଙ୍କ ବ୍ୟବସାୟ ସାମ୍ରାଜ୍ୟକୁ ସମ୍ପୂର୍ଣ୍ଣ ଦୋହଲାଇ ଦେଇଥିବା ବେଳେ ଭାରତୀୟ ଶେଆର ବଜାରରେ ହୋଇଛି ପ୍ରଚଣ୍ଡ ବିସ୍ଫୋରଣ।
Business
ଆଦାନୀ ଲାଞ୍ଚ ମାମଲା: ଆମେରିକା ଅଭିଯୋଗ ତାଲିକାରେ ଅଛି ଓଡ଼ିଶା
ଗୌତମ ଆଦାନୀଙ୍କ ସମେତ ଭାରତର ଚାରିଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଆମେରିକା କୋର୍ଟଙ୍କ ଅଭିଯୋଗ ତାଲିକାରେ ଅଛି।
Business
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ପ୍ରତିକ୍ରିୟା ରଖିଲା ଆଦାନୀ ଗ୍ରୁପ୍
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ଆଦାନୀ ଗ୍ରୁପର ଷ୍ଟକ୍ ମୂଲ୍ୟ ହ୍ରାସ ପାଇଛି।
Business
ଇଣ୍ଡିଆ ଫୋର୍ବସ ତାଲିକାରେ ସ୍ଥାନ ପାଇଥିବା OTVକୁ ମିଳିଲା ସମ୍ମାନ
ଆଗାମୀ ଦିନରେ ବି ଏମିତି ଉପରେ ରହିବୁ ବୋଲି ଆଶା ଥିବା କହିଛନ୍ତି ଓଟିଭି ନେଟୱର୍କର ଏମ୍ଡି ଜଗି ମଙ୍ଗତ ପଣ୍ଡା।