୨୦୧୬ ଆର୍ଥିକ ବର୍ଷରେ ଏମସିଏଲକୁ ଦେଶର ସର୍ବାଧିକ କୋଇଲା ଉତ୍ପାଦନକାରୀ କଂପାନୀ କରାଯିବ: ଏ.କେ ଝା

ସମ୍ବଲପୁର: ୨୦୧୫-୧୬ ଆର୍ଥିକ ବର୍ଷରେ ମହାନଦୀ କୋଲଫିଲ୍ଡ ଲିମିଟେଡ୍ (ଏମସିଏଲ୍) ଦେଶର ସର୍ବାଧିକ କୋଇଲା ଉତ୍ପାଦନକାରୀ କଂପାନୀ ହେବାକୁ ଲକ୍ଷ୍ୟ ରଖିଛି। ଏ କଥା କହିଛନ୍ତି ଏମସିଏଲର ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକ ଏ.କେ ଝା। କଂପାନୀର ପୂର୍ବତନ ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକ ଏ.ଏନ୍ ସହାୟଙ୍କୁ ଆନୁଷ୍ଠାନିକ ଭାବେ ବିଦାୟ ଦେବା ଲାଗି ଆୟୋଜିତ ଏକ କାର୍ଯ୍ୟକ୍ରମରେ ସେ ଏହି କଥା କହିଥିଲେ। ଶ୍ରୀ ସହାୟ ଅକ୍ଟୋବର ୩୧ ତାରିଖରେ ଚାକିରିରୁ ଅବସର ନେଇଥିଲେ। ଏହି […]

mcl

mcl

Rakesh Mallick
  • Published: Thursday, 19 November 2015
  • Updated: 19 November 2015, 05:24 PM IST

ସମ୍ବଲପୁର: ୨୦୧୫-୧୬ ଆର୍ଥିକ ବର୍ଷରେ ମହାନଦୀ କୋଲଫିଲ୍ଡ ଲିମିଟେଡ୍ (ଏମସିଏଲ୍) ଦେଶର ସର୍ବାଧିକ କୋଇଲା ଉତ୍ପାଦନକାରୀ କଂପାନୀ ହେବାକୁ ଲକ୍ଷ୍ୟ ରଖିଛି। ଏ କଥା କହିଛନ୍ତି ଏମସିଏଲର ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକ ଏ.କେ ଝା। କଂପାନୀର ପୂର୍ବତନ ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକ ଏ.ଏନ୍ ସହାୟଙ୍କୁ ଆନୁଷ୍ଠାନିକ ଭାବେ ବିଦାୟ ଦେବା ଲାଗି ଆୟୋଜିତ ଏକ କାର୍ଯ୍ୟକ୍ରମରେ ସେ ଏହି କଥା କହିଥିଲେ। ଶ୍ରୀ ସହାୟ ଅକ୍ଟୋବର ୩୧ ତାରିଖରେ ଚାକିରିରୁ ଅବସର ନେଇଥିଲେ।

ଏହି ଅବସରରେ ଝା’ ଆହୁରି ମଧ୍ୟ କହିଥିଲେ ଯେ ୨୦୧୫-୧୬ ଆର୍ଥିକ ବର୍ଷରେ ୧୫୦ ମିଲିୟନ ଟନ୍ କୋଇଲା ଉତ୍ପାଦନ କରିବାକୁ ଲକ୍ଷ୍ୟ ରଖାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story