ଭୁବନେଶ୍ୱର: ନାଲକୋ ଭବନରେ ନବରତ୍ନ ଉଦ୍ୟୋଗ ‘ନାଲକୋ’ର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ବୁଧବାର ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ କେନ୍ଦ୍ରୀୟ ଭିଜିଲାନ୍ସ କମିଶନର୍ କେ.ଭି. ଚୌଧୁରୀ। ଏହି ଅବସରରେ ସେ ‘ସୁ-ଶାସନ ନିମନ୍ତେ ପ୍ରତିରୋଧାତ୍ମକ ସତର୍କତା ଏକ ମୁଖ୍ୟ ମାଧ୍ୟମ’ ଶୀର୍ଷକରେ ଏକ ଆଲୋଚନାଚକ୍ରରେ ନିଜର ଅଭିଭାଷଣ ରଖିଥିଲେ।
ଉଲ୍ଲେଖନୀୟ କୃତିତ୍ୱ ପାଇଁ ତିରୁପତି ସଂସ୍କୃତ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ହରେକୃଷ୍ଣ ଶତପଥୀ ଓ ପୁରୀ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଗଙ୍ଗାଧର ପଣ୍ଡାଙ୍କୁ ‘ନାଲକୋ କାଳିଦାସ ସମ୍ମାନ’ରେ ସମ୍ମାନିତ କରିଥିଲେ। ଉତ୍ସବରେ ନାଲକୋର ସିଏମଡି ତପନ କୁମାର ଚାନ୍ଦଙ୍କ ସହ ବହୁ ବରିଷ୍ଠ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆମେରିକା ଏଜେନ୍ସିର ଅଭିଯୋଗ, ୨୦୨୧ରେ ଜଗନ ରେଡ୍ଡୀଙ୍କୁ ଲାଞ୍ଚ ପ୍ରତିଶ୍ରୁତି ଦେଇଥିଲେ ଆଦାନୀ
ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏହି ଅଭିଯୋଗ ଆଣିଛି।
Business
ଦୋହଲିଲା ଆଦାନୀ ସାମ୍ରାଜ୍ୟ; ଶେଆର ବଜାରରେ ଦିନକରେ ୫ ଲକ୍ଷ ୩୫ ହଜାର କୋଟି ବୁଡ଼ିଲା
ଏହି ଘଟଣା ଆଦାନୀଙ୍କ ବ୍ୟବସାୟ ସାମ୍ରାଜ୍ୟକୁ ସମ୍ପୂର୍ଣ୍ଣ ଦୋହଲାଇ ଦେଇଥିବା ବେଳେ ଭାରତୀୟ ଶେଆର ବଜାରରେ ହୋଇଛି ପ୍ରଚଣ୍ଡ ବିସ୍ଫୋରଣ।
Business
ଆଦାନୀ ଲାଞ୍ଚ ମାମଲା: ଆମେରିକା ଅଭିଯୋଗ ତାଲିକାରେ ଅଛି ଓଡ଼ିଶା
ଗୌତମ ଆଦାନୀଙ୍କ ସମେତ ଭାରତର ଚାରିଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଆମେରିକା କୋର୍ଟଙ୍କ ଅଭିଯୋଗ ତାଲିକାରେ ଅଛି।
Business
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ପ୍ରତିକ୍ରିୟା ରଖିଲା ଆଦାନୀ ଗ୍ରୁପ୍
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ଆଦାନୀ ଗ୍ରୁପର ଷ୍ଟକ୍ ମୂଲ୍ୟ ହ୍ରାସ ପାଇଛି।
Business
ଇଣ୍ଡିଆ ଫୋର୍ବସ ତାଲିକାରେ ସ୍ଥାନ ପାଇଥିବା OTVକୁ ମିଳିଲା ସମ୍ମାନ
ଆଗାମୀ ଦିନରେ ବି ଏମିତି ଉପରେ ରହିବୁ ବୋଲି ଆଶା ଥିବା କହିଛନ୍ତି ଓଟିଭି ନେଟୱର୍କର ଏମ୍ଡି ଜଗି ମଙ୍ଗତ ପଣ୍ଡା।