ଭୁବନେଶ୍ୱର: ନୋଟବନ୍ଦୀ ପରେ ରାଜ୍ୟର ସ୍ଥିତି ନେଇ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପାଢ଼ୀ ଆଜି ସମୀକ୍ଷା କରିଥିଲେ। ବୈଠକରେ ବ୍ୟାଙ୍କ ନ ଥିବା ଗ୍ରାମ ପଞ୍ଚାୟତରେ କେମିତି ଆର୍ଥିକ କାରବାର ହୋଇପାରିବ ସେ ବିଷୟରେ ଆଲୋଚନା ହୋଇଥିଲା। ବୈଠକ ପରେ ଅର୍ଥ ସଚିବ ତୁହିନକାନ୍ତ ପାଣ୍ଡେ କହିଛନ୍ତି,“୧୦୭ ବ୍ଲକର ଏକ ହଜାର ପଞ୍ଚାୟତରେ ବ୍ୟାଙ୍କିଙ୍ଗ୍ ପ୍ରତିନିଧି ନିଯୁକ୍ତ ହେବେ।୨ ଦିନ ଭିତରେ ବ୍ୟାଙ୍କିଙ୍ଗ ପ୍ରତିନିଧି ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବ।”
ସେ ଆହୁରି କହିଛନ୍ତି,“ରାଜ୍ୟ ଜୀବିକା ମିଶନ ଜରିଆରେ ପ୍ରତିନିଧି ନିୟୁକ୍ତ ହେବ। ସରକାରୀ ସ୍ତରରେ ଡିଜିଟାଲ ପେମେଣ୍ଟ ନେଇ ଗୁରୁତ୍ୱ ଦିଆଯିବ। ଏନେଇ ଲୋକଙ୍କୁ ସଚେତନ କରିବା ପାଇଁ ଜିଲ୍ଲାପାଳଙ୍କୁ ତାଲିମ ଦାୟିତ୍ୱ ଦିଆଯାଇଛି।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆମେରିକା ଏଜେନ୍ସିର ଅଭିଯୋଗ, ୨୦୨୧ରେ ଜଗନ ରେଡ୍ଡୀଙ୍କୁ ଲାଞ୍ଚ ପ୍ରତିଶ୍ରୁତି ଦେଇଥିଲେ ଆଦାନୀ
ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏହି ଅଭିଯୋଗ ଆଣିଛି।
Business
ଦୋହଲିଲା ଆଦାନୀ ସାମ୍ରାଜ୍ୟ; ଶେଆର ବଜାରରେ ଦିନକରେ ୫ ଲକ୍ଷ ୩୫ ହଜାର କୋଟି ବୁଡ଼ିଲା
ଏହି ଘଟଣା ଆଦାନୀଙ୍କ ବ୍ୟବସାୟ ସାମ୍ରାଜ୍ୟକୁ ସମ୍ପୂର୍ଣ୍ଣ ଦୋହଲାଇ ଦେଇଥିବା ବେଳେ ଭାରତୀୟ ଶେଆର ବଜାରରେ ହୋଇଛି ପ୍ରଚଣ୍ଡ ବିସ୍ଫୋରଣ।
Business
ଆଦାନୀ ଲାଞ୍ଚ ମାମଲା: ଆମେରିକା ଅଭିଯୋଗ ତାଲିକାରେ ଅଛି ଓଡ଼ିଶା
ଗୌତମ ଆଦାନୀଙ୍କ ସମେତ ଭାରତର ଚାରିଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଆମେରିକା କୋର୍ଟଙ୍କ ଅଭିଯୋଗ ତାଲିକାରେ ଅଛି।
Business
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ପ୍ରତିକ୍ରିୟା ରଖିଲା ଆଦାନୀ ଗ୍ରୁପ୍
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ଆଦାନୀ ଗ୍ରୁପର ଷ୍ଟକ୍ ମୂଲ୍ୟ ହ୍ରାସ ପାଇଛି।
Business
ଇଣ୍ଡିଆ ଫୋର୍ବସ ତାଲିକାରେ ସ୍ଥାନ ପାଇଥିବା OTVକୁ ମିଳିଲା ସମ୍ମାନ
ଆଗାମୀ ଦିନରେ ବି ଏମିତି ଉପରେ ରହିବୁ ବୋଲି ଆଶା ଥିବା କହିଛନ୍ତି ଓଟିଭି ନେଟୱର୍କର ଏମ୍ଡି ଜଗି ମଙ୍ଗତ ପଣ୍ଡା।