ଭୁବନେଶ୍ୱର: ୫୦୦ ଓ ୧୦୦୦ ଟଙ୍କିଆ ନୋଟ୍ ଅଚଳ ହେବାର ୪ ଦିନ ପରେ ସ୍ଥିତି ସୁଧୁରି ନାହିଁ। ବିଭିନ୍ନ ଏଟିଏମ୍ ଓ ବ୍ୟାଙ୍କ ଆଗରେ ଲୋକଙ୍କ ଲମ୍ବା ଧାଡ଼ି ଦେଖିବାକୁ ମିଳିଛି। ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଆଜି ରବିବାର ମଧ୍ୟ ବ୍ୟାଙ୍କ ଖୋଲା ରହିଛି। କିଛି ସ୍ଥାନରେ ଟଙ୍କା ମିଳୁ ନ ଥିବାରୁ ଲୋକେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଜରୁରୀ ସେବା ଓ ଆତ୍ୟାବଶ୍ୟକ ସ୍ଥାନରେ ପୁରୁଣା ୫୦୦ଓ ୧୦୦୦ଟଙ୍କିଆ ନୋଟ୍ ଚଳିବା ଅବଧି ଆସନ୍ତାକାଲି ଯାଏଁ ବୃଦ୍ଧି କରାଯାଇଛି। ଜାତୀୟ ରାଜପଥରେ ଟୋଲ୍ ଗେଟ ଫି ଆଦାୟର ବନ୍ଦ ଅବଧି ମଧ୍ୟ ଆସନ୍ତାକାଲି ମଧ୍ୟରାତ୍ରୀ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆମେରିକା ଏଜେନ୍ସିର ଅଭିଯୋଗ, ୨୦୨୧ରେ ଜଗନ ରେଡ୍ଡୀଙ୍କୁ ଲାଞ୍ଚ ପ୍ରତିଶ୍ରୁତି ଦେଇଥିଲେ ଆଦାନୀ
ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏହି ଅଭିଯୋଗ ଆଣିଛି।
Business
ଦୋହଲିଲା ଆଦାନୀ ସାମ୍ରାଜ୍ୟ; ଶେଆର ବଜାରରେ ଦିନକରେ ୫ ଲକ୍ଷ ୩୫ ହଜାର କୋଟି ବୁଡ଼ିଲା
ଏହି ଘଟଣା ଆଦାନୀଙ୍କ ବ୍ୟବସାୟ ସାମ୍ରାଜ୍ୟକୁ ସମ୍ପୂର୍ଣ୍ଣ ଦୋହଲାଇ ଦେଇଥିବା ବେଳେ ଭାରତୀୟ ଶେଆର ବଜାରରେ ହୋଇଛି ପ୍ରଚଣ୍ଡ ବିସ୍ଫୋରଣ।
Business
ଆଦାନୀ ଲାଞ୍ଚ ମାମଲା: ଆମେରିକା ଅଭିଯୋଗ ତାଲିକାରେ ଅଛି ଓଡ଼ିଶା
ଗୌତମ ଆଦାନୀଙ୍କ ସମେତ ଭାରତର ଚାରିଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଆମେରିକା କୋର୍ଟଙ୍କ ଅଭିଯୋଗ ତାଲିକାରେ ଅଛି।
Business
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ପ୍ରତିକ୍ରିୟା ରଖିଲା ଆଦାନୀ ଗ୍ରୁପ୍
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ଆଦାନୀ ଗ୍ରୁପର ଷ୍ଟକ୍ ମୂଲ୍ୟ ହ୍ରାସ ପାଇଛି।
Business
ଇଣ୍ଡିଆ ଫୋର୍ବସ ତାଲିକାରେ ସ୍ଥାନ ପାଇଥିବା OTVକୁ ମିଳିଲା ସମ୍ମାନ
ଆଗାମୀ ଦିନରେ ବି ଏମିତି ଉପରେ ରହିବୁ ବୋଲି ଆଶା ଥିବା କହିଛନ୍ତି ଓଟିଭି ନେଟୱର୍କର ଏମ୍ଡି ଜଗି ମଙ୍ଗତ ପଣ୍ଡା।