ଭୁବନେଶ୍ୱର: ନଭେମ୍ୱର ୧୯ରୁ ସାମୂହିକ ଭାବେ ଛୁଟିରେ ଯିବେ ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫିସର ଓ କର୍ମଚାରୀ। ଓଡିଶାର ୪୨୫ ଜଣ କର୍ମଚାରୀଙ୍କ ସହ ଦେଶର ପ୍ରାୟ ୧୭ହଜାର କର୍ମଚାରୀ ଛୁଟିରେ ରହିବେ ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫିସର ଓ କର୍ମଚାରୀ ମିଳିତ ମଞ୍ଚ ପକ୍ଷରୁ ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି। କେନ୍ଦ୍ର ସରକାରଙ୍କ ବିତ୍ତୀୟ ଚିଠା ପ୍ରସ୍ତୁତି ନିୟମାବଳୀ ଓ ଆଇନ୍ ପ୍ରଣୟନ ସମ୍ୱନ୍ଧୀୟ ସଂସ୍କାରକୁ ବିରୋଧ କରି କର୍ମଚାରୀ ମାନେ ସାମୂହିକ ଛୁଟିରେ ଯିବା ପାଇଁ ନିଷ୍ପତ୍ତି ନିଆଯାଇଛି ବୋଲି ଅଫିସର ଓ କର୍ମଚାରୀ ମିଳିତ ମଞ୍ଚର ସମ୍ପାଦକ ପୂର୍ଣ୍ଣଚନ୍ଦ୍ର ବେହେରା କହିଛନ୍ତି। ଏହାଫଳରେ ଓଡିଶାରେ ଏକ ହଜାର କୋଟି ଟଙ୍କ।ର କାରବାର ପ୍ରଭାବିତ ହେବ ଆଶଙ୍କ। ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆମେରିକା ଏଜେନ୍ସିର ଅଭିଯୋଗ, ୨୦୨୧ରେ ଜଗନ ରେଡ୍ଡୀଙ୍କୁ ଲାଞ୍ଚ ପ୍ରତିଶ୍ରୁତି ଦେଇଥିଲେ ଆଦାନୀ
ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏହି ଅଭିଯୋଗ ଆଣିଛି।
Business
ଦୋହଲିଲା ଆଦାନୀ ସାମ୍ରାଜ୍ୟ; ଶେଆର ବଜାରରେ ଦିନକରେ ୫ ଲକ୍ଷ ୩୫ ହଜାର କୋଟି ବୁଡ଼ିଲା
ଏହି ଘଟଣା ଆଦାନୀଙ୍କ ବ୍ୟବସାୟ ସାମ୍ରାଜ୍ୟକୁ ସମ୍ପୂର୍ଣ୍ଣ ଦୋହଲାଇ ଦେଇଥିବା ବେଳେ ଭାରତୀୟ ଶେଆର ବଜାରରେ ହୋଇଛି ପ୍ରଚଣ୍ଡ ବିସ୍ଫୋରଣ।
Business
ଆଦାନୀ ଲାଞ୍ଚ ମାମଲା: ଆମେରିକା ଅଭିଯୋଗ ତାଲିକାରେ ଅଛି ଓଡ଼ିଶା
ଗୌତମ ଆଦାନୀଙ୍କ ସମେତ ଭାରତର ଚାରିଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଆମେରିକା କୋର୍ଟଙ୍କ ଅଭିଯୋଗ ତାଲିକାରେ ଅଛି।
Business
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ପ୍ରତିକ୍ରିୟା ରଖିଲା ଆଦାନୀ ଗ୍ରୁପ୍
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ଆଦାନୀ ଗ୍ରୁପର ଷ୍ଟକ୍ ମୂଲ୍ୟ ହ୍ରାସ ପାଇଛି।
Business
ଇଣ୍ଡିଆ ଫୋର୍ବସ ତାଲିକାରେ ସ୍ଥାନ ପାଇଥିବା OTVକୁ ମିଳିଲା ସମ୍ମାନ
ଆଗାମୀ ଦିନରେ ବି ଏମିତି ଉପରେ ରହିବୁ ବୋଲି ଆଶା ଥିବା କହିଛନ୍ତି ଓଟିଭି ନେଟୱର୍କର ଏମ୍ଡି ଜଗି ମଙ୍ଗତ ପଣ୍ଡା।