ଓଡ଼ିଶାରେ ଜିଓ ଗ୍ରାହକ ସଂଖ୍ୟା ୧ କୋଟି ଟପିଲା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦେଶର ସର୍ବବୃହତ ମୋବାଇଲ ସେବା ପ୍ରଦାନକାରୀ କମ୍ପାନୀ ରିଲାଏନ୍ସ ଜିଓର ଓଡ଼ିଶା ଟେଲିକମ ସର୍କଲରେ ଗ୍ରାହକ ସଂଖ୍ୟା ୧ କୋଟିରୁ ଅଧିକ ହୋଇଥିବା ଭାରତୀୟ ଦୂରସଂଚାର ନିୟାମକ କର୍ତୃପକ୍ଷ (ଟ୍ରାଇ) ୨୦୧୯ ଜୁନ ମାସ ପାଇଁ ଜାରି କରିଥିବା ରିପୋର୍ଟରୁ ଜଣାପଡ଼ିଛି। ଏହି ସଫଳତାକୁ କମ୍ପାନୀ ଦ୍ରୁତ ଗତିରେ ହାସଲ କରିଛି। ନିଜର ବାଣିଜ୍ୟିକ କାରବାର ଆରମ୍ଭ କରିବାର ତିନି ବର୍ଷରୁ କମ ସମୟ ଭିତରେ ଏହାର ଗ୍ରାହକ ସଂଖ୍ୟା ୧ କୋଟିରୁ […]

ew

ew

Hemant Lenka
  • Published: Monday, 19 August 2019
  • Updated: 19 August 2019, 08:35 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦେଶର ସର୍ବବୃହତ ମୋବାଇଲ ସେବା ପ୍ରଦାନକାରୀ କମ୍ପାନୀ ରିଲାଏନ୍ସ ଜିଓର ଓଡ଼ିଶା ଟେଲିକମ ସର୍କଲରେ ଗ୍ରାହକ ସଂଖ୍ୟା ୧ କୋଟିରୁ ଅଧିକ ହୋଇଥିବା ଭାରତୀୟ ଦୂରସଂଚାର ନିୟାମକ କର୍ତୃପକ୍ଷ (ଟ୍ରାଇ) ୨୦୧୯ ଜୁନ ମାସ ପାଇଁ ଜାରି କରିଥିବା ରିପୋର୍ଟରୁ ଜଣାପଡ଼ିଛି। ଏହି ସଫଳତାକୁ କମ୍ପାନୀ ଦ୍ରୁତ ଗତିରେ ହାସଲ କରିଛି। ନିଜର ବାଣିଜ୍ୟିକ କାରବାର ଆରମ୍ଭ କରିବାର ତିନି ବର୍ଷରୁ କମ ସମୟ ଭିତରେ ଏହାର ଗ୍ରାହକ ସଂଖ୍ୟା ୧ କୋଟିରୁ ଅଧିକ ହୋଇଛି।

ଗ୍ରାହକ ସଂଖ୍ୟା ତଥ୍ୟରୁ ଜଣାପଡ଼ିଛି ଯେ, ରିଲାଏନ୍ସ ଜିଓ ଓଡ଼ିଶାରେ ସବୁଠୁ ପସନ୍ଦର ମୋବାଇଲ ସେବା ପ୍ରଦାନକାରୀ ଭାବେ ଏହାର ଉଲ୍ଲେଖନୀୟ ଯାତ୍ରା ଜାରି ରଖିଥିବା ବେଳେ ୨୦୧୯ ଜୁନରେ ରାଜ୍ୟରେ ୩.୬୧ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡ଼ିଛି। ଏହି ମାସରେ ଅନ୍ୟ ସବୁ ମୋବାଇଲ ସେବା ପ୍ରଦାନକାରୀଙ୍କ ଗ୍ରାହକ ସଂଖ୍ୟାରେ ହ୍ରାସ ଦେଖିବାକୁ ମିଳିଛି । ରାଜ୍ୟରେ ରିଲାଏନ୍ସ ଜିଓର ଗ୍ରାହକଙ୍କ ବଜାର ଅଂଶ ୩୧%ରେ ପହଞ୍ଚିଛି।

ଓଡ଼ିଶାର ମୋଟ ମୋବାଇଲ ଗ୍ରାହକ ସଂଖ୍ୟା ଜୁନରେ ୨.୦୨ ଲକ୍ଷ ବଢ଼ିଥିବା ବେଳେ ଜିଓର ସୁଦୃଢ ଯୋଗଦାନ ଯୋଗୁ ଏହା ହୋଇପାରିଛି ଏବଂ ଅନ୍ୟ ସମସ୍ତ ମୋବାଇଲ ସେବା ପ୍ରଦାନକାରୀଙ୍କ ଗ୍ରାହକ ସଂଖ୍ୟାରେ ହ୍ରାସ ପରିଲକ୍ଷିତ ହୋଇଛି ବୋଲି ଟ୍ରାଇ ଜାରି କରିଥିବା ତଥ୍ୟରୁ ଜଣାପଡ଼ିଛି। ଉଲ୍ଲେଖଯୋଗ୍ୟ ଯେ, ରିଲାଏନ୍ସ ଜିଓ ଏହାର ସମ୍ପୂର୍ଣ୍ଣ ୪ଜି ନେଟୱର୍କ ଓ ବିଭିନ୍ନ ସ୍ଥାନକୁ ଦ୍ରୁତ ଗତିରେ ଅପହଞ୍ଚ ଅଞ୍ଚଳକୁ ୪ଜି ନେଟୱର୍କର ସଂପ୍ରସାରଣ ଏବଂ ଗ୍ରାମାଞ୍ଚଳ ଓ ଅର୍ଦ୍ଧ ସହରାଞ୍ଚଳ ଲୋକଙ୍କ ପାଖରେ ବହୁଳ ଭାବେ ଲୋକପ୍ରିୟ ଭାରତର ସ୍ମାର୍ଟଫୋନ-ଜିଓଫୋନ ଜରିଆରେ ପ୍ରତି ମାସରେ ଏହା ସର୍ବାଧିକ ସଂଖ୍ୟକ ଗ୍ରାହକ ଯୋଡ଼ୁଛି।

ଟ୍ରାଇ ପକ୍ଷରୁ ୨୦୧୯ ଜୁନର ମୋବାଇଲ ଗ୍ରାହକ ତଥ୍ୟ ଜାରି କରାଯାଇଥିବା ବେଳେ ୨୦୧୯ର ପ୍ରଥମ ଛଅ ମାସରେ ରାଜ୍ୟରେ ମୋଟ ମୋବାଇଲ ଗ୍ରାହକ ସଂଖ୍ୟା ୪ ଲକ୍ଷ ହ୍ରାସ ପାଇଥିବା ଜଣାପଡ଼ିଛି। ଏହି ଛଅ ମାସ ଭିତରେ ୨୦.୮ ଲକ୍ଷ ନୂଆ ଗ୍ରାହକ ଯୋଗ କରି ରିଲାଏନ୍ସ ଜିଓ ଅଗ୍ରଣୀ ସ୍ଥାନରେ ରହିଥିବା ବେଳେ ବିଏସଏନଏଲ ସମାନ ଅବଧିରେ ୧.୮ ଲକ୍ଷ ଗ୍ରାହକ ଯୋଡ଼ି ଦ୍ୱିତୀୟ ସ୍ଥାନରେ ରହିଛି। ଏହି ଛଅ ମାସ ଭିତରେ ଭୋଡାଫୋନ ୧୩.୨ ଲକ୍ଷ ମୋବାଇଲ ଗ୍ରାହକ ହରାଇଥିବା ବେଳେ ଭାରତୀ ଏୟାରଟେଲ ରାଜ୍ୟରେ ଏହି ସମୟରେ ୧୦.୬ ଲକ୍ଷ ଗ୍ରାହକଙ୍କୁ ହରାଇଛି।

୨୦୧୯ ଜୁନରେ ରିଲାଏନ୍ସ ଜିଓ ସମଗ୍ର ଦେଶରେ ୮୨.୬୮ ଲକ୍ଷ ନୂଆ ଗ୍ରାହକ ଯୋଡ଼ିଥିବା ବେଳେ ଭୋଡାଫୋନ ଆଇଡିଆ ୪୧.୪୫ ଲକ୍ଷ ଗ୍ରାହକ ହରାଇଛି। ସେହିପରି ବିଏସଏନଏଲର ଗ୍ରାହକ ସଂଖ୍ୟାରେ ୨.୬୬ ଲକ୍ଷ ବୃଦ୍ଧି ହୋଇଛି। ୨୦୧୯ ଜୁନରେ ୩୬ ଲକ୍ଷ ନୂଆ ଗ୍ରାହକ ଯୋଡ଼ି ହେବା ସହିତ ଦେଶର ମୋଟ ମୋବାଇଲ ଗ୍ରାହକ ସଂଖ୍ୟା ୧୧୬.୫ କୋଟିକୁ ବୃଦ୍ଧି ପାଇଛି, ଯେଉଁଥିରେ ଜିଓ ସବୁଠୁ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story