ଭୁବନେଶ୍ୱର: କେନ୍ଦ୍ର ପେଟ୍ରୋଲିୟମ୍ ଓ ପ୍ରାକୃତିକ ଗ୍ୟାସ୍ ମନ୍ତ୍ରଣାଳୟ ଷ୍ଟାଣ୍ଡିଂ କମିଟିର ୧୪ ଜଣିଆ ସଦସ୍ୟ ଓଡ଼ିଶା ଆସିଛନ୍ତି। ଏହି ଟିମ୍ ୩ ଦିନିଆ ଷ୍ଟଡି ଟୁରରେ ଆଜି ଭୁବନେଶ୍ୱର ପହଞ୍ଚି ପେଟ୍ରୋଲିୟମ୍ ଓ ନେଚୁରାଲ ଗ୍ୟାସ୍ କମ୍ପାନୀ ଭିତ୍ତିଭୂମି, ବ୍ୟବସାୟ ଓ କାର୍ଯ୍ୟଧାରାକୁ ନେଇ ହୋଇଥିବା ଏକ ଆଲୋଚନାରେ ଭାଗ ନେଇଛନ୍ତି। କମ୍ପାନୀ କିଭଳି ଖାଉଟି ମାନଙ୍କ ସହ ସୁସମ୍ପର୍କ ରଖିପାରିବ ସେ ନେଇ କମିଟି ସଦସ୍ୟମାନେ ଗୁରୁତ୍ୱାରୋପ କରିଛନ୍ତି। କମିଟିରେ ବଲାଙ୍ଗିର ସାଂସଦ କଳିକେଶ ସିଂଦେଓ ଅଛନ୍ତି।
ଓଡ଼ିଶାରେ ନୂଆ ଏଲଏନଜି ଟର୍ମିନାଲ୍ ପ୍ରତିଷ୍ଠା ହେବାର ସମ୍ଭାବନା ଅଛି। ତାକୁ ଆମେ ନୂଆ ପ୍ରତିଷ୍ଠା କରିବାକୁ ଚେଷ୍ଟା କରୁଛୁ ବୋଲି ସାଂସଦ କଳିକେଶ ସିଂଦେଓ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆମେରିକା ଏଜେନ୍ସିର ଅଭିଯୋଗ, ୨୦୨୧ରେ ଜଗନ ରେଡ୍ଡୀଙ୍କୁ ଲାଞ୍ଚ ପ୍ରତିଶ୍ରୁତି ଦେଇଥିଲେ ଆଦାନୀ
ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏହି ଅଭିଯୋଗ ଆଣିଛି।
Business
ଦୋହଲିଲା ଆଦାନୀ ସାମ୍ରାଜ୍ୟ; ଶେଆର ବଜାରରେ ଦିନକରେ ୫ ଲକ୍ଷ ୩୫ ହଜାର କୋଟି ବୁଡ଼ିଲା
ଏହି ଘଟଣା ଆଦାନୀଙ୍କ ବ୍ୟବସାୟ ସାମ୍ରାଜ୍ୟକୁ ସମ୍ପୂର୍ଣ୍ଣ ଦୋହଲାଇ ଦେଇଥିବା ବେଳେ ଭାରତୀୟ ଶେଆର ବଜାରରେ ହୋଇଛି ପ୍ରଚଣ୍ଡ ବିସ୍ଫୋରଣ।
Business
ଆଦାନୀ ଲାଞ୍ଚ ମାମଲା: ଆମେରିକା ଅଭିଯୋଗ ତାଲିକାରେ ଅଛି ଓଡ଼ିଶା
ଗୌତମ ଆଦାନୀଙ୍କ ସମେତ ଭାରତର ଚାରିଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଆମେରିକା କୋର୍ଟଙ୍କ ଅଭିଯୋଗ ତାଲିକାରେ ଅଛି।
Business
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ପ୍ରତିକ୍ରିୟା ରଖିଲା ଆଦାନୀ ଗ୍ରୁପ୍
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ଆଦାନୀ ଗ୍ରୁପର ଷ୍ଟକ୍ ମୂଲ୍ୟ ହ୍ରାସ ପାଇଛି।
Business
ଇଣ୍ଡିଆ ଫୋର୍ବସ ତାଲିକାରେ ସ୍ଥାନ ପାଇଥିବା OTVକୁ ମିଳିଲା ସମ୍ମାନ
ଆଗାମୀ ଦିନରେ ବି ଏମିତି ଉପରେ ରହିବୁ ବୋଲି ଆଶା ଥିବା କହିଛନ୍ତି ଓଟିଭି ନେଟୱର୍କର ଏମ୍ଡି ଜଗି ମଙ୍ଗତ ପଣ୍ଡା।