ନୂଆଦିଲ୍ଲୀ: ଆଜି ମଧ୍ୟରାତ୍ର ପର୍ଯ୍ୟନ୍ତ ନିର୍ଦ୍ଦିଷ୍ଟ କିଛି ସ୍ଥାନରେ ଅଚଳ ୫୦୦ ଓ ୧୦୦୦ ଟଙ୍କିଆ ନୋଟ୍ ଚାଲିବ ବୋଲି ଗତକାଲି କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଥିବା ବେଳେ ଆଜି ଏହି ଅବଧିକୁ ଆଉ ୭୨ ଘଣ୍ଟା ବୃଦ୍ଧି କରାଯାଇଛି। ଅତ୍ୟାବଶ୍ୟକ ସ୍ଥାନ ଯେପରିକି ପେଟ୍ରୋଲ୍ ପମ୍ପ୍ ଓ ଔଷଧ ଦୋକାନ ଏହି ଅଚଳ ନୋଟ୍ ଚାଲିବ। ରେଳୱେ ଟିକେଟ୍ ଓ ସରକାରୀ ବସ୍ରେ ମଧ୍ୟ ଏହି ନୋଟ୍ ଚାଲିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆମେରିକା ଏଜେନ୍ସିର ଅଭିଯୋଗ, ୨୦୨୧ରେ ଜଗନ ରେଡ୍ଡୀଙ୍କୁ ଲାଞ୍ଚ ପ୍ରତିଶ୍ରୁତି ଦେଇଥିଲେ ଆଦାନୀ
ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏହି ଅଭିଯୋଗ ଆଣିଛି।
Business
ଦୋହଲିଲା ଆଦାନୀ ସାମ୍ରାଜ୍ୟ; ଶେଆର ବଜାରରେ ଦିନକରେ ୫ ଲକ୍ଷ ୩୫ ହଜାର କୋଟି ବୁଡ଼ିଲା
ଏହି ଘଟଣା ଆଦାନୀଙ୍କ ବ୍ୟବସାୟ ସାମ୍ରାଜ୍ୟକୁ ସମ୍ପୂର୍ଣ୍ଣ ଦୋହଲାଇ ଦେଇଥିବା ବେଳେ ଭାରତୀୟ ଶେଆର ବଜାରରେ ହୋଇଛି ପ୍ରଚଣ୍ଡ ବିସ୍ଫୋରଣ।
Business
ଆଦାନୀ ଲାଞ୍ଚ ମାମଲା: ଆମେରିକା ଅଭିଯୋଗ ତାଲିକାରେ ଅଛି ଓଡ଼ିଶା
ଗୌତମ ଆଦାନୀଙ୍କ ସମେତ ଭାରତର ଚାରିଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଆମେରିକା କୋର୍ଟଙ୍କ ଅଭିଯୋଗ ତାଲିକାରେ ଅଛି।
Business
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ପ୍ରତିକ୍ରିୟା ରଖିଲା ଆଦାନୀ ଗ୍ରୁପ୍
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ଆଦାନୀ ଗ୍ରୁପର ଷ୍ଟକ୍ ମୂଲ୍ୟ ହ୍ରାସ ପାଇଛି।
Business
ଇଣ୍ଡିଆ ଫୋର୍ବସ ତାଲିକାରେ ସ୍ଥାନ ପାଇଥିବା OTVକୁ ମିଳିଲା ସମ୍ମାନ
ଆଗାମୀ ଦିନରେ ବି ଏମିତି ଉପରେ ରହିବୁ ବୋଲି ଆଶା ଥିବା କହିଛନ୍ତି ଓଟିଭି ନେଟୱର୍କର ଏମ୍ଡି ଜଗି ମଙ୍ଗତ ପଣ୍ଡା।