ବଢ଼ିଲା ପେଟ୍ରୋଲ୍ ଓ ଡିଜେଲ୍ ଦର

ନୂଆଦିଲ୍ଲୀ: ବଢ଼ିଲା ପେଟ୍ରୋଲ୍ ଓ ଡିଜେଲ୍ ଦର। ପେଟ୍ରୋଲ୍ ଲିଟର ପିଛା ୪୨ ପଇସା ବୃଦ୍ଧି ପାଇଥିବା ବେଳେ ଡିଜେଲ୍ ଲିଟର ପିଛା ୧.୦୩ ଟଙ୍କା ବଢ଼ିଛି। ବର୍ଦ୍ଧିତ ଦର ଆଜି ମଧ୍ୟରାତ୍ରରୁ ଲାଗୁ ହେବ।