ସବୁ ଦୋକାନରେ କ୍ୟୁଆର୍ କୋଡ୍ ହେବ ବାଧ୍ୟତାମୂଳକ

ନୂଆଦିଲ୍ଲୀ: ଏଥର ଆପଣ ସବୁ ଦୋକାନଗୁଡ଼ିକରେ କ୍ୟୁଆର୍ କୋଡ୍(QR code) ଆଧାରରେ ପେମେଣ୍ଟ୍ କରିପାରିବେ। ଦେଶରେ ଥିବା ସମସ୍ତ ଛୋଟ ବଡ଼ ଦୋକାନୀମାନେ ଏହି ବ୍ୟବସ୍ଥା ବାଧ୍ୟତାମୂଳକ ଭାବେ ଗ୍ରାହକମାନଙ୍କୁ ଯୋଗାଇ ଦେବେ। ନଗଦ ଟଙ୍କା ନ ଥିଲେ ପେଟିଏମ୍ ଭଳି ମୋବାଇଲ୍ ଓ୍ୱାଲେଟ୍ କମ୍ପାନୀ ଯେଭଳି ଅନଲାଇନ୍ ସେବା ଯୋଗାଇ ଦେଉଛି, ଠିକ୍ ସେହିଭଳି ବ୍ୟବସ୍ଥା ସବୁ ଦୋକାନୀ ନିଜ ପାଖରେ ରଖିବେ। ଏହାଦ୍ୱାରା ଗ୍ରାହକମାନେ ଜିଏସଟି ଲାଭ ପାଇପାରିବେ। ଏହାକୁ ବାଧ୍ୟତାମୂଳକଭାବେ ଲାଗୁ କରିବା […]

4

4

Jagamohan Maharana
  • Published: Monday, 13 May 2019
  • Updated: 13 May 2019, 06:04 PM IST

ନୂଆଦିଲ୍ଲୀ: ଏଥର ଆପଣ ସବୁ ଦୋକାନଗୁଡ଼ିକରେ କ୍ୟୁଆର୍ କୋଡ୍(QR code) ଆଧାରରେ ପେମେଣ୍ଟ୍ କରିପାରିବେ। ଦେଶରେ ଥିବା ସମସ୍ତ ଛୋଟ ବଡ଼ ଦୋକାନୀମାନେ ଏହି ବ୍ୟବସ୍ଥା ବାଧ୍ୟତାମୂଳକ ଭାବେ ଗ୍ରାହକମାନଙ୍କୁ ଯୋଗାଇ ଦେବେ। ନଗଦ ଟଙ୍କା ନ ଥିଲେ ପେଟିଏମ୍ ଭଳି ମୋବାଇଲ୍ ଓ୍ୱାଲେଟ୍ କମ୍ପାନୀ ଯେଭଳି ଅନଲାଇନ୍ ସେବା ଯୋଗାଇ ଦେଉଛି, ଠିକ୍ ସେହିଭଳି ବ୍ୟବସ୍ଥା ସବୁ ଦୋକାନୀ ନିଜ ପାଖରେ ରଖିବେ।

ଏହାଦ୍ୱାରା ଗ୍ରାହକମାନେ ଜିଏସଟି ଲାଭ ପାଇପାରିବେ। ଏହାକୁ ବାଧ୍ୟତାମୂଳକଭାବେ ଲାଗୁ କରିବା ପାଇଁ ସରକାର ଯୋଜନା କରୁଛନ୍ତି। ଏହା ହେଲେ ଉଭୟ ଗ୍ରାହକ, ଦୋକାନୀ ତଥା ରେଷ୍ଟୁରାଣ୍ଟ୍ ମାଲିକ ମାନେ ଉପକୃତ ହେବେ। ଏ ବାବଦରେ ଖବର ରଖିଥିବା ଅର୍ଥ ମନ୍ତ୍ରଣାଳୟର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ଏଥିପାଇଁ ନ୍ୟାଶନାଲ୍ ପେମେଣ୍ଟ୍ କର୍ପୋରେଶନ ଅଫ୍ ଇଣ୍ଡିଆ(ଏନପିସିଆଇ) ଗୁରୁଦାୟିତ୍ୱ ବହନ କରିବ।

ସୂତ୍ରରୁ ମିଳିଥିବା ଖବର ଅନୁସାରେ, ବିକଶିତ ରାଷ୍ଟ୍ରଗୁଡ଼ିକରେ QR code ଭିତ୍ତିରେ ପେମେଣ୍ଟକୁ ବହୁଳ ମାତ୍ରାରେ ବ୍ୟବହାର କରାଯାଉଛି। ଏହାଦ୍ୱାରା ଡିଜିଟାଲ୍ ସାକ୍ଷରତା ହାର ବଢ଼ିବା ସହିତ କ୍ୟାଶଲେସ୍ କାରବାର ମଧ୍ୟ ବୃଦ୍ଧି ପାଇଛି।

ଦେଶରେ ସାମଗ୍ରୀ ଓ ସେବା ଟିକସ(ଜିଏସଟି) ଏବଂ ବିମୁଦ୍ରୀକରଣ ହେବା ପରଠାରୁ ଡିଜିଟାଲ୍ କାରବାରକୁ ଅଗ୍ରାଧିକାର ଦିଆଯାଉଥିବା ବେଳେ ବର୍ତ୍ତମାନର QR code ବ୍ୟବସ୍ଥା ଉପରେ ବିଚାର ଆଲୋଚନା ଚାଲିଛି। କିନ୍ତୁ ଏହାକୁ ପଶ୍ଚିମବଙ୍ଗ ବିରୋଧ କରୁଛି ବୋଲି ଅଧିକାରୀ ଜଣକ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story