ଭୁବନେଶ୍ୱର: ଓଡିଶାର ମ୍ୟୁଚୁଆଲ ଫଣ୍ଡ ବଜାରରେ ୧୬୦ କୋଟି ଟଙ୍କାର ନିବେଶ ରାଶି ପରିଚାଳନା କରୁଛି ପ୍ରମୁଖ କମ୍ପାନୀ ଡିପିଏସ ବ୍ଲାକରକ । ଭୁବନେଶ୍ୱରରେ ଆୟୋଜିତ ପରାମର୍ଶଦାତା ଓ ଡିଷ୍ଟ୍ରିବ୍ୟୁଟର ମିଟରେ ଏହି ସୂଚନା ଦେଇଛନ୍ତି କମ୍ପାନୀ ଏକଜିକ୍ୟୁଟିଭ ଭି.ପି. ଅଜିତ ମେନନ। ଏଥିସହ ସମଗ୍ର ଦେଶରେ ଆର୍ଥିକ ପରାମର୍ଶଦାତାଙ୍କ ପାଇଁ ଏକ ନୂଆ ନୀତି ଆଇଏଫଏ ଏକ୍ସପ୍ରେସ ଘୋଷଣା କରିଛି। ଯାହା ଆର୍ଥିକ ପରାମର୍ଶଦାତାମାନଙ୍କ କାର୍ଯ୍ୟ ସହଜ ଓ ସରଳ କରିବ । ଏହାସହ ଉଚ୍ଚ ଗ୍ରାହକ ସେବା ଓ ଅଧିକ ବ୍ୟବସାୟକୁ ସଫଳ ପରିଚାଳନା କରାଯାଇପାରିବ ବୋଲି ମେନନ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ରାଜ୍ୟ ବଜେଟ୍ ପ୍ରସ୍ତୁତି ପାଇଁ ସମସ୍ତଙ୍କ ମତାମତ ଲୋଡ଼ିଲା ଅର୍ଥ ବିଭାଗ
୨୦୨୫-୨୬ ଆର୍ଥିକ ବର୍ଷ ବଜେଟ୍ ପ୍ରସ୍ତୁତ ପାଇଁ ଅର୍ଥ ବିଭାଗ ଏକ ନିର୍ଦ୍ଦିଷ୍ଟ ଢାଂଚାରେ ଜନସାଧାରଣଙ୍କଠୁ ପରାମର୍ଶ ଆହ୍ୱାନ କରିଛନ୍ତି । ଯାହାକି ବଜେଟ୍ ଓଡ଼ିଶା ୱେବପୋର୍ଟାଲରେ ଉପଲବ୍ଧ ।
Business
ସୁଜୁକି ମୋଟର କର୍ପୋରେସନର ପୂର୍ବତନ ଅଧ୍ୟକ୍ଷ ଓସାମୁ ସୁଜୁକିଙ୍କ ପରଲୋକ
ଓସାମୁ ସୁଜୁକିଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି।
Business
୧୦.୫୦ ଲକ୍ଷ ଯାଏ ଆୟ କରୁଥିଲେ ଦେବାକୁ ପଡ଼ିପାରେ କମ ଟିକସ!
ଆସନ୍ତାବର୍ଷ ଫେବୃଆରୀ ୧ରେ କେନ୍ଦ୍ର ସରକାର ପୂର୍ଣ୍ଣାଙ୍ଗ ବଜେଟ ସଂସଦରେ ଉପସ୍ଥାପନ କରିବେ। ଏହି ସମୟରେ ନୂଆ ଟିକସ ବ୍ୟବସ୍ଥା ଆସିବାର ଯଥେଷ୍ଟ ସମ୍ଭାବନା ରହିଛି।
Business
ଟାରିଫ୍ ନିୟମରେ ସଂଶୋଧନ, ଫେରିବ ୧୦ ଟଙ୍କିଆ ରିଚାର୍ଜ କୁପନ୍
ଟେଲିକମ୍ କମ୍ପାନୀମାନଙ୍କୁ ଅତି କମରେ ୧୦ ଟଙ୍କିଆ ଟପ୍ ଅପ୍ ରିଚାର୍ଜ ଭାଉଚର ରଖିବାକୁ ପଡ଼ିବ।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।