Advertisment

ବଢ଼ିଲା ଏଲ୍‌ପିଜି ଗ୍ୟାସ୍ ସିଲିଣ୍ଡର ଦର

ସିଲିଣ୍ଡର ପିଛା ୩୯ ଟଙ୍କା ବଢ଼ିଛି।

undefined

LPG

Advertisment

ମାସ ଆରମ୍ଭରୁ ଝଟ୍‌କା। ଗ୍ରାହକଙ୍କୁ ପୁଣି ମହାଙ୍ଗା ମାଡ଼। ପୁଣି ବଢ଼ିଲା ଏଲ୍‌ପିଜି ଗ୍ୟାସ୍‌ ସିଲିଣ୍ଡର ଦର। କମର୍ସିଆଲ୍‌ ଗ୍ୟାସ୍‌ ସିଲିଣ୍ଡର ଦରରେ ବୃଦ୍ଧି ପାଇଛି। ସିଲିଣ୍ଡର ପିଛା ୩୯ ଟଙ୍କା ବଢ଼ିଛି।

Advertisment

ଫଳରେ ଦିଲ୍ଲୀରେ ୧୯ କେଜି ଗ୍ୟାସ୍‌ ସିଲିଣ୍ଡର ଦର ୧୬୯୧.୫୦ ପଇସାକୁ ବୃଦ୍ଧି ହୋଇଛି। ସେହିପରି କୋଲକାତାରେ ନୂଆ ଦର ଲାଗୁ ହେବା ପରେ ସିଲିଣ୍ଡର ଦାମ୍‌ ୧୮୦୨.୫୦ ଟଙ୍କା, ମୁମ୍ବାଇରେ ୧୬୪୪ଟଙ୍କା ଓ ଚେନ୍ନାଇରେ ୧୮୫୫ ଟଙ୍କାରେ ପହଞ୍ଚିଛି।

ଗତମାସରେ ମଧ୍ୟ କମର୍ସିଆଲ ଗ୍ୟାସ ସିଲିଣ୍ଡର ଦର ବଢ଼ିଥିଲା। ତେବେ ଘରୋଇ ଗ୍ୟାସ୍‌ ସିଲିଣ୍ଡର ଦରରେ କୌଣସି ପରିବର୍ତ୍ତନ ହୋଇ ନାହିଁ।

Advertisment
LPG Cylinder LPG Price Hike
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe