ଭୁବନେଶ୍ୱର: ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟର୍ ଉତ୍ପାଦନ କ୍ଷମତା ବୃଦ୍ଧି ପାଇଁ ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ ଲିମିଟେଡ୍ (ସେଲ୍) ଲକ୍ଷ୍ୟ ରଖିଛି । ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଏକ ସୌଜନ୍ୟମୂଳକ ସାକ୍ଷାତ ପରେ ସେଲ୍ ଚେୟାରମ୍ୟାନ୍ ପି.କେ ସିଂ ଏହି ସୂଚନା ଦେଇଛନ୍ତି। ଷ୍ଟିଲ୍ ପ୍ଲାଣ୍ଟର ଉତ୍ପାଦନ କ୍ଷମତା ୨ରୁ ୪.୫ ମିଲିୟନ୍ ଟନ୍କୁ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ସେ କହିଛନ୍ତି।
ସେହିପରି ୧୦ ହଜାର କୋଟି ଟଙ୍କା ବିନିମୟରେ ପ୍ଲାଣ୍ଟର୍ ଆଧୁନିକୀକରଣ କରିବା ନେଇ ସେଲ୍ ପଦକ୍ଷେପ ନେଉଥିବା ସେ କହିଛନ୍ତି।
ରାଉରକେଲାରେ ସେଲ୍ ପକ୍ଷରୁ ଏକ ମେଡିକାଲ କଲେଜ, ଡାକ୍ତରଖାନା ପ୍ରତିଷ୍ଠା ସାଙ୍ଗକୁ ସୁନ୍ଦରଗଡ଼ର ପୁରୁଣାପାଣିରେ ଏକ ସିମେଣ୍ଟ୍ କାରଖାନା ଓ ଦକ୍ଷତା ବିକାଶ ତାଲିମ ପ୍ରତିଷ୍ଠାନ ଖୋଲିବା ନେଇ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆମେରିକା ଏଜେନ୍ସିର ଅଭିଯୋଗ, ୨୦୨୧ରେ ଜଗନ ରେଡ୍ଡୀଙ୍କୁ ଲାଞ୍ଚ ପ୍ରତିଶ୍ରୁତି ଦେଇଥିଲେ ଆଦାନୀ
ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏହି ଅଭିଯୋଗ ଆଣିଛି।
Business
ଦୋହଲିଲା ଆଦାନୀ ସାମ୍ରାଜ୍ୟ; ଶେଆର ବଜାରରେ ଦିନକରେ ୫ ଲକ୍ଷ ୩୫ ହଜାର କୋଟି ବୁଡ଼ିଲା
ଏହି ଘଟଣା ଆଦାନୀଙ୍କ ବ୍ୟବସାୟ ସାମ୍ରାଜ୍ୟକୁ ସମ୍ପୂର୍ଣ୍ଣ ଦୋହଲାଇ ଦେଇଥିବା ବେଳେ ଭାରତୀୟ ଶେଆର ବଜାରରେ ହୋଇଛି ପ୍ରଚଣ୍ଡ ବିସ୍ଫୋରଣ।
Business
ଆଦାନୀ ଲାଞ୍ଚ ମାମଲା: ଆମେରିକା ଅଭିଯୋଗ ତାଲିକାରେ ଅଛି ଓଡ଼ିଶା
ଗୌତମ ଆଦାନୀଙ୍କ ସମେତ ଭାରତର ଚାରିଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଆମେରିକା କୋର୍ଟଙ୍କ ଅଭିଯୋଗ ତାଲିକାରେ ଅଛି।
Business
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ପ୍ରତିକ୍ରିୟା ରଖିଲା ଆଦାନୀ ଗ୍ରୁପ୍
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ଆଦାନୀ ଗ୍ରୁପର ଷ୍ଟକ୍ ମୂଲ୍ୟ ହ୍ରାସ ପାଇଛି।
Business
ଇଣ୍ଡିଆ ଫୋର୍ବସ ତାଲିକାରେ ସ୍ଥାନ ପାଇଥିବା OTVକୁ ମିଳିଲା ସମ୍ମାନ
ଆଗାମୀ ଦିନରେ ବି ଏମିତି ଉପରେ ରହିବୁ ବୋଲି ଆଶା ଥିବା କହିଛନ୍ତି ଓଟିଭି ନେଟୱର୍କର ଏମ୍ଡି ଜଗି ମଙ୍ଗତ ପଣ୍ଡା।