ବ୍ରହ୍ମପୁର: ଫାଇଲିନ୍ ପରେ ବନ୍ଦ ଥିବା ଗୋପାଳପୁର ବନ୍ଦର ପୁଣି ସ୍ୱାଭାବିକ ହୋଇଛି। ବନ୍ଦରର ନବକଳେବର ପରେ ଆଜିଠାରୁ ଏହା ସବୁ ଦିନିଆ ବନ୍ଦର ଭାବେ ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇଛି। ଏହସହ ଶ୍ରୀଲଙ୍କରୁ ଆସିଥିବା ଗ୍ରେସ୍ ନାମକ ଏକ ଜାହାଜ ନୂଆ ବର୍ଥରେ ଲାଗିଛି। ଆଗକୁ ଆଉ ୪ଟି ଜାହଜ ବର୍ଥରେ ଲାଗିବାକୁ ଥିବା ବେଳେ ମାର୍ଚ୍ଚ ୧୭ ସୁଦ୍ଧା ଆଉ ଦୁଇଟି ନୂଆ ବର୍ଥ ମଧ୍ୟ ନିର୍ମାଣ କରାଯିବାର ଯୋଜନା ରହିଛି।
ଆଗକୁ ବନ୍ଦରରେ ମାଲ୍ ଲୋଡିଂ ଅନଲୋଡିଂ କ୍ଷମତା ୮୦ ହଜାର ଟନକୁ ବୃଦ୍ଧି କରାଯିବ ବୋଲି ବନ୍ଦର କର୍ତ୍ତୃପକ୍ଷ କହିଛନ୍ତି। ପରିବହନ ମନ୍ତ୍ରୀ ରମେଶ ମାଝି ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ ଏହାକୁ ଉଦଘାଟନ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆମେରିକା ଏଜେନ୍ସିର ଅଭିଯୋଗ, ୨୦୨୧ରେ ଜଗନ ରେଡ୍ଡୀଙ୍କୁ ଲାଞ୍ଚ ପ୍ରତିଶ୍ରୁତି ଦେଇଥିଲେ ଆଦାନୀ
ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏହି ଅଭିଯୋଗ ଆଣିଛି।
Business
ଦୋହଲିଲା ଆଦାନୀ ସାମ୍ରାଜ୍ୟ; ଶେଆର ବଜାରରେ ଦିନକରେ ୫ ଲକ୍ଷ ୩୫ ହଜାର କୋଟି ବୁଡ଼ିଲା
ଏହି ଘଟଣା ଆଦାନୀଙ୍କ ବ୍ୟବସାୟ ସାମ୍ରାଜ୍ୟକୁ ସମ୍ପୂର୍ଣ୍ଣ ଦୋହଲାଇ ଦେଇଥିବା ବେଳେ ଭାରତୀୟ ଶେଆର ବଜାରରେ ହୋଇଛି ପ୍ରଚଣ୍ଡ ବିସ୍ଫୋରଣ।
Business
ଆଦାନୀ ଲାଞ୍ଚ ମାମଲା: ଆମେରିକା ଅଭିଯୋଗ ତାଲିକାରେ ଅଛି ଓଡ଼ିଶା
ଗୌତମ ଆଦାନୀଙ୍କ ସମେତ ଭାରତର ଚାରିଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଆମେରିକା କୋର୍ଟଙ୍କ ଅଭିଯୋଗ ତାଲିକାରେ ଅଛି।
Business
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ପ୍ରତିକ୍ରିୟା ରଖିଲା ଆଦାନୀ ଗ୍ରୁପ୍
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ଆଦାନୀ ଗ୍ରୁପର ଷ୍ଟକ୍ ମୂଲ୍ୟ ହ୍ରାସ ପାଇଛି।
Business
ଇଣ୍ଡିଆ ଫୋର୍ବସ ତାଲିକାରେ ସ୍ଥାନ ପାଇଥିବା OTVକୁ ମିଳିଲା ସମ୍ମାନ
ଆଗାମୀ ଦିନରେ ବି ଏମିତି ଉପରେ ରହିବୁ ବୋଲି ଆଶା ଥିବା କହିଛନ୍ତି ଓଟିଭି ନେଟୱର୍କର ଏମ୍ଡି ଜଗି ମଙ୍ଗତ ପଣ୍ଡା।