ସାହାରା ଟଙ୍କା ମିଳିବ, ଚିଟଫଣ୍ଡ ଟଙ୍କା କେବେ? | Odisha Reporter
ସାହାର ଗ୍ରୁପର ୪ଟି କୋଅପରେଟିଭ ସେସାଇଟି ଜରିଆରେ ଠକାମିର ଶିକାର ହୋଇଥିବା ଲୋକଙ୍କୁ ଏବେ ଟଙ୍କା ମିଳିବା ଆରମ୍ଭ ହୋଇଛି। ଠକାମିର ଶିକାର ହୋଇଥିବା ୧୦ କୋଟି ଜମାକାରୀଙ୍କୁ ୯ ମାସରେ ଟଙ୍କା ଫେରସ୍ତ ଦିଆଯାଇପାରିବ ବୋଲି କେନ୍ଦ୍ର ସମବାୟ ମନ୍ତ୍ରଣାଳୟ ସୁପ୍ରିମକୋର୍ଟରେ ଦର୍ଶାଇଥିଲେ। ମାର୍ଚ୍ଚ ୨୯ରେ ସୁପ୍ରିମକୋର୍ଟ ୧୦ କୋଟି ଜମାକାରୀଙ୍କୁ ୯ ମାସରେ ଟଙ୍କା ଫେରାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
