ବିଧାନସଭାରେ ବଜେଟ ଅଧିବେଶନର ଆଜି ଦ୍ୱିତୀୟ ଦିନ। ଗତକାଲି ପରି ଆଜି ବି ସରଗରମ ରହିପାରେ ଗୃହ। ବିରୋଧୀ ଦଳ ସରକାରଙ୍କୁ ବିଭିନ୍ନ ପ୍ରସଙ୍ଗରେ ଘେରିବାକୁ ପ୍ରସ୍ତୁତ ହୋଇଛନ୍ତି ।
ବିରୋଧୀ ଦଳ ପକ୍ଷରୁ ଦରଦାମ ବୃଦ୍ଧି ଆଉ ସରକାର ଚୁପ୍ ପ୍ରସଙ୍ଗରେ ମୁଲତବି ପ୍ରସ୍ତାବ ଦିଆଯାଇଛି। ଗତକାଲି ପ୍ରଥମ ଦିନରେ ଦୁଇ ବିରୋଧୀ ବିଜେଡ଼ି ଓ କଂଗ୍ରେସ ରାଜ୍ୟପାଳଙ୍କ ପୁଅ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଟ୍ରମ୍ପଙ୍କ ଶୁଳ୍କ ବୃଦ୍ଧି ଘୋଷଣା କେବଳ ଭାଷଣ ନା ସତରେ ଲାଗୁ କରିବେ?
ଟ୍ରମ୍ପ କହି ଆସୁଛନ୍ତି ଯେ ସେ ଚାଇନା ଉପରେ ୧୦% ଶୁଳ୍କ, ପଡ଼ୋଶୀ ମେକ୍ସିକୋ ଓ କାନାଡା ଉପରେ ୨୫% ଶୁଳ୍କ ଓ ୟୁରୋପୀୟ ୟୁନିୟନ ଉପରେ ମଧ୍ୟ ୨୫% ଟାରିଫ ଲାଗୁ କରିବେ। ସେ ଭାରତ ସମେତ ବ୍ରିକ୍ସ ରାଷ୍ଟ୍ରଗୁଡ଼ିକୁ ମଧ୍ୟ ଧମକ ଦେଇ ୧୦୦% ଟାରିଫ ଲାଗୁ କରିବେ।
Business
ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ଯୋଗ ଦେବେ ୧୨ ରାଷ୍ଟ୍ରର ପୁଞ୍ଜିପତିଙ୍କ ସମେତ ୫ହଜାର ଶିଳ୍ପ ପ୍ରତିନିଧି
୨୭ତାରିଖରେ ପ୍ରାକ୍ ଉତ୍କର୍ଷ ଓଡ଼ିଶା କନକ୍ଲେଭର ଅଂଶସ୍ୱରୂପ ସିଆଇଆଇ ନ୍ୟାସନାଲ କାଉନସିଲର ୫ଟି ଅଧିବେଶନ ଆୟୋଜିତ ହେବ । ଯେଉଁଥିରେ ସିଆଇଆଇ ନ୍ୟାସନାଲ କାଉନସିଲର ୨୦୦ ସଦସ୍ୟ ଯୋଗ ଦେବେ । ୨୮ତାରିଖ ପୂର୍ବାହ୍ନରେ ଉତ୍କର୍ଷ ଓଡ଼ିଶା କନକ୍ଲେଭକୁ ଆନୁଷ୍ଠାନିକ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।
Business
ଭୁବନେଶ୍ୱରରେ ହେବ ଦେଶର ପ୍ରଥମ ସିଲିକନ୍ କାର୍ବାଇଡ୍ ସେମିକଣ୍ଡକ୍ଟର ଉତ୍ପାଦନ, ଆର୍ଥିକ ପ୍ୟାକେଜକୁ କ୍ୟାବିନେଟ୍ ମଞ୍ଜୁରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ୍ କ୍ୟାବିନେଟ୍ ବୈଠକରେ ଓଡ଼ିଶାରେ ସିଲିକନ କାର୍ବାଇଡ୍ ସେମିକଣ୍ଡକ୍ଟର ଉତ୍ପାଦନ ପ୍ଲାଂଟ ପ୍ରତିଷ୍ଠା ନିମନ୍ତେ ଆରଆଇଆର ପାୱାର ଇଲୋକ୍ଟ୍ରୋନିକ୍ସ ଲିମିଟେଡ ପାଇଁ ସ୍ୱତନ୍ତ୍ର ପ୍ରୋତ୍ସାହନ ପ୍ୟାକେଜକୁ ମଞ୍ଜୁରୀ ଦିଆଯାଇଛି ।
Business
ଭାରତରୁ ବ୍ରିଟେନ୍ ନେଇଯାଇଛି ୬୪ ଲକ୍ଷ ୮୨ ହଜାର କୋଟି ଡଲାରର ସଂପତ୍ତି!
୧୭୬୫ରୁ ୧୯୦୦ ମସିହା ମଧ୍ୟରେ ବ୍ରିଟେନର ସବୁଠାରୁ ୧୦% ଧନୀ କେବଳ ଭାରତ ଠାରୁ ଆଜିର ମୂଲ୍ୟ ହିସାବରେ ୩୩ ଲକ୍ଷ ୮୦ ହଜାର କୋଟି ଡଲାର ସମ୍ପତ୍ତି ନେଇଯାଇଛନ୍ତି।
Business
ଡଲାର ତୁଳନାରେ ସର୍ବକାଳୀନ ଦୁର୍ବଳ ସ୍ଥିତିରେ ଟଙ୍କା
ଶୁକ୍ରବାର ବଜାର ବନ୍ଦ ହେବା ବେଳକୁ ଡଲାର ତୁଳନାରେ ଟଙ୍କାର ମୂଲ୍ୟ ୧୮ ପଇସା ହ୍ରାସ ପାଇଥିଲା। ଗୋଟିଏ ଡଲାରର ମୂଲ୍ୟ ସେତେବେଳେ ୮୬.୦୪ ଟଙ୍କା ଥିଲା। ଆଜି ଏହା ପୁଣି ୩୮ ପଇସା ହ୍ରାସ ପାଇଛି।