ନୂଆଦିଲ୍ଲୀ:ଆପଲୋ ଆଇଫୋନ୍ ଗ୍ରାହକଙ୍କ ପାଇଁ ଖୁସିଖବର। ଆସନ୍ତା ସେପ୍ଟେମ୍ୱର୧୮ ତାରିଖରେ ଆପଲୋ ଆଇଫୋନ୍ ୬ଏସକ୍ସ ଓ ଆପୋଲ୍ ଆଇଫୋନ୍ ୬ଏକ୍ସ ପ୍ଲସ୍ ବଜାରରେ ବିକ୍ରି ପାଇଁ ଉପଲବ୍ଧ ହେବ। କିଛି ଦିନ ତଳେ ଏହି ଫୋନର ଫଟୋ ସାମ୍ନାକୁ ଆସିଥିଲା। ଆପଲୋର ଏହି ଦୁଇ ଫୋନ୍ ୧୯ ସେପ୍ଟେମ୍ୱରରେ ଲଞ୍ଚ ହେବ ବୋଲି କୁହାଯାଉଥିଲା। ଗତବର୍ଷ ସେପ୍ଟେମ୍ୱରରେ ଆପୋଲର ଆଇଫୋନ୍ ୬ ଓ ଆଇଫୋନ୍ ୬ ପ୍ଲସ୍ ଲଞ୍ଚ ହୋଇଥିଲା। ଏହି ଦୁଇ ଫୋନ୍ ଆପଲୋର ସବୁ ଫୋନ୍ ପରି ଭଲ ବ୍ୟବସାୟ କରିଥିଲା। ସେହିଭଳି ବଜାରକୁ ଆସିବାକୁ ଥିବା ନୂଆ ଦୁଇଟି ମଡେଲ୍ ମଧ୍ୟ ଚାହିଦାରେ ରହିବ ବୋଲି କମ୍ପାନୀ କର୍ତ୍ତୃପକ୍ଷ ଆଶା ରଖିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ସୁଜୁକି ମୋଟର କର୍ପୋରେସନର ପୂର୍ବତନ ଅଧ୍ୟକ୍ଷ ଓସାମୁ ସୁଜୁକିଙ୍କ ପରଲୋକ
ଓସାମୁ ସୁଜୁକିଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି।
Business
୧୦.୫୦ ଲକ୍ଷ ଯାଏ ଆୟ କରୁଥିଲେ ଦେବାକୁ ପଡ଼ିପାରେ କମ ଟିକସ!
ଆସନ୍ତାବର୍ଷ ଫେବୃଆରୀ ୧ରେ କେନ୍ଦ୍ର ସରକାର ପୂର୍ଣ୍ଣାଙ୍ଗ ବଜେଟ ସଂସଦରେ ଉପସ୍ଥାପନ କରିବେ। ଏହି ସମୟରେ ନୂଆ ଟିକସ ବ୍ୟବସ୍ଥା ଆସିବାର ଯଥେଷ୍ଟ ସମ୍ଭାବନା ରହିଛି।
Business
ଟାରିଫ୍ ନିୟମରେ ସଂଶୋଧନ, ଫେରିବ ୧୦ ଟଙ୍କିଆ ରିଚାର୍ଜ କୁପନ୍
ଟେଲିକମ୍ କମ୍ପାନୀମାନଙ୍କୁ ଅତି କମରେ ୧୦ ଟଙ୍କିଆ ଟପ୍ ଅପ୍ ରିଚାର୍ଜ ଭାଉଚର ରଖିବାକୁ ପଡ଼ିବ।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Business
ଧାମନଗର ଟେକ୍ସଟାଇଲ ପାର୍କ ପାଇଁ ୪ ହଜାର କୋଟି ମଞ୍ଜୁର; ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ସୂର୍ଯ୍ୟବଂଶୀ ସୂରଜ
ଏହି ଉଦ୍ୟୋଗ ଯୋଗୁଁ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ୬ ହଜାର ନିଯୁକ୍ତି ସୃଷ୍ଚି ହେବ ଏବଂ ଭଦ୍ରକ ଜିଲ୍ଲା ଶିଳ୍ପ ସମୃଦ୍ଧ ହୋଇପାରିବ।