ନୂଆଦିଲ୍ଲୀ: Sony Xperia X ଓ Xperia Z5 Premium ପରି ଫ୍ଲାଗ୍ସିପ୍ ସ୍ମାର୍ଟଫୋନ୍ର ଦର ହ୍ରାସ କରିଛି ସୋନି ଇଣ୍ଡିଆ କମ୍ପାନୀ। Sony Xperia Xର ଦର ବଜାରକୁ ଆସିବା ବେଳେ ୪୮,୯୯୦ଟଙ୍କା ଥିଲା। ଏବେ ୧୦,୦୦୦ଟଙ୍କା ହ୍ରାସ କରି କମ୍ପାନୀ ଏହି ସ୍ମାର୍ଟଫୋନ୍ର ଦର ୩୮,୯୯୦ଟଙ୍କାରେ ରଖିଛି।
ଗତବର୍ଷ Xperia Z5 Premium ୫୫,୯୯୦ ଟଙ୍କା ସହ ବଜାର ପ୍ରବେଶ କରିଥିଲା। ଆଜି ଏହାର ଦର ୮,୦୦୦ଟଙ୍କା ହ୍ରାସ ପାଇ ୪୭,୯୯୦ ରଖିଛି କମ୍ପାନୀ। କେଉଁ କାରଣରୁ ଏହି ଦୁଇ ସ୍ମାର୍ଟଫୋନ୍ର ଦର ହ୍ରାସ କରାଯାଇଛି ତାହା କମ୍ପାନୀ ପକ୍ଷରୁ କୁହାଯାଇନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
୨୦୨୫ରେ ଭାରତର GDP ଅଭିବୃଦ୍ଧି ୪ ବର୍ଷରେ ସର୍ବନିମ୍ନସ୍ତରରେ ପହଞ୍ଚିବ!
ପୂର୍ବ ଆର୍ଥିକ ବର୍ଷ ୨୦୨୩-୨୪ରେ ଭାରତର ଜିଡିପି ୮.୨ ପ୍ରତିଶତ ଥିଲା। ଯାହା ୨୦୨୫ ମାର୍ଚ୍ଚରେ ଶେଷ ହେବାକୁ ଯାଉଥିବା ଆର୍ଥିକ ବର୍ଷରେ ୬.୪ ପ୍ରତିଶତକୁ ଖସିବ ବୋଲି ଆକଳନ କରିଛି ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ।
Business
ସୁନା ଭଳି ରୁପାରେ ମଧ୍ୟ ହଲମାର୍କିଂ!
ଗ୍ରାହକଙ୍କ ସ୍ୱାର୍ଥ ରକ୍ଷା ଲାଗି ବର୍ତ୍ତମାନ କେବଳ ସୁନା ଓ ସେଥିରେ ତିଆରି ଜିନିଷର ହଲମାର୍କିଂ ବାଧ୍ୟତାମୂଳକ କରାଯାଇଛି।
Business
ରାଜ୍ୟ ବଜେଟ୍ ପ୍ରସ୍ତୁତି ପାଇଁ ସମସ୍ତଙ୍କ ମତାମତ ଲୋଡ଼ିଲା ଅର୍ଥ ବିଭାଗ
୨୦୨୫-୨୬ ଆର୍ଥିକ ବର୍ଷ ବଜେଟ୍ ପ୍ରସ୍ତୁତ ପାଇଁ ଅର୍ଥ ବିଭାଗ ଏକ ନିର୍ଦ୍ଦିଷ୍ଟ ଢାଂଚାରେ ଜନସାଧାରଣଙ୍କଠୁ ପରାମର୍ଶ ଆହ୍ୱାନ କରିଛନ୍ତି । ଯାହାକି ବଜେଟ୍ ଓଡ଼ିଶା ୱେବପୋର୍ଟାଲରେ ଉପଲବ୍ଧ ।
Business
ସୁଜୁକି ମୋଟର କର୍ପୋରେସନର ପୂର୍ବତନ ଅଧ୍ୟକ୍ଷ ଓସାମୁ ସୁଜୁକିଙ୍କ ପରଲୋକ
ଓସାମୁ ସୁଜୁକିଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି।
Business
୧୦.୫୦ ଲକ୍ଷ ଯାଏ ଆୟ କରୁଥିଲେ ଦେବାକୁ ପଡ଼ିପାରେ କମ ଟିକସ!
ଆସନ୍ତାବର୍ଷ ଫେବୃଆରୀ ୧ରେ କେନ୍ଦ୍ର ସରକାର ପୂର୍ଣ୍ଣାଙ୍ଗ ବଜେଟ ସଂସଦରେ ଉପସ୍ଥାପନ କରିବେ। ଏହି ସମୟରେ ନୂଆ ଟିକସ ବ୍ୟବସ୍ଥା ଆସିବାର ଯଥେଷ୍ଟ ସମ୍ଭାବନା ରହିଛି।