ଦକ୍ଷିଣ କୋରିଆ କମ୍ପାନୀ ପସ୍କୋ ପ୍ରାୟ ୧୯ବର୍ଷ ପରେ ଓଡ଼ିଶା ଫେରିବ । ଆଉ ଇସ୍ପାତ କ୍ଷେତ୍ରରେ ପୁଞ୍ଜିନିବେଶ କରିବ । ବିଶ୍ୱର ସପ୍ତମ ବୃହତମ ଇସ୍ପାତ ଉତ୍ପାଦନକାରୀ ପସ୍କୋ ଜେଏସଡବ୍ଲ୍ୟୁ ସହ ଏମଓୟୁ ସ୍ୱାକ୍ଷର କରି ଇସ୍ପାତ, ବ୍ୟାଟେରୀ ସାମଗ୍ରୀ ଓ ଅକ୍ଷୟଶକ୍ତି କ୍ଷେତ୍ରରେ ପୁଞ୍ଜିନିବେଶ କରିବାକୁ ସହମତ ହୋଇଛି । ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଜେଏସଡବ୍ଲ୍ୟୁ ସହ ବୁଝାମଣା କଲା ପସ୍କୋ, ୧୯ ବର୍ଷ ପରେ ଓଡ଼ିଶା ଫେରିବ
ଦକ୍ଷିଣ କୋରିଆର ଗଣମାଧ୍ୟମରେ ପ୍ରକାଶିତ ଖବର ଅନୁସାରେ, ମେଗା ଷ୍ଟିଲ ପ୍ଲାଂଟ ସ୍ଥାପନ ପାଇଁ ଭାରତର ଜେଏସଡବ୍ଲ୍ୟୁ ଗ୍ରୁପ୍ ସହ ପସ୍କୋ ଗ୍ରୁପ୍ ଏମଓୟୁ ସ୍ୱାକ୍ଷର କରିଛି ।
Business
କମିବ ପେଟ୍ରୋଲ ଓ ଡିଜେଲ ଦର; ଓଡ଼ିଶାର ଏହି ସବୁ ଅଞ୍ଚଳର ଉପଭୋକ୍ତା ପାଇବେ ଲାଭ
ଓଡ଼ିଶାର ୯ଟି ସ୍ଥାନରେ ଉପକୃତ ହେବେ ଉପଭୋକ୍ତା।
Business
ଆଜି ଧନତେରସ୍; ବାଧୁଛି ଦର, ତଥାପି ସୁନା ଦୋକାନରେ ଜମୁଛି ଭିଡ଼
ଗତବର୍ଷ ତୁଳନାରେ ଚଳିତ ବର୍ଷ ସୁନା ଦର ପାଖାପାଖି ୧୭ ହଜାର ଟଙ୍କା ଉଚ୍ଚା ରହିଛି। ଏହା ଗ୍ରାହକଙ୍କୁ ଖୁବ୍ ବାଧୁଥିବା ସତ୍ତ୍ୱେ ପରମ୍ପରାକୁ ବଜାୟ ରଖିବାକୁ ସୁନା ଦୋକାନମୁହାଁ ହେଉଛନ୍ତି।
Business
ରାତି ପାହିଲେ ଧନତେରସ୍; ୩ କ୍ୱିଣ୍ଟାଲ୍ ସୁନା ବିକିବାକୁ ଟାର୍ଗେଟ ରଖିଛନ୍ତି ବ୍ୟବସାୟୀ
ଧନତେରସ ବେଳେ ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ସୁନା ଦାମ ୧୦ ଗ୍ରାମ ପିଛା ୫୬ ହଜାର ଟଙ୍କା ଥିଲା। ହେଲେ ଆଜି ତାହା ୭୩ ହଜାର ୧୫୦ ଟଙ୍କାରେ ବିକ୍ରି ହେଉଛି। ୨୪ କ୍ୟାରେଟ୍ ବା ଖାଣ୍ଟି ସୁନା ଦାମ ୮୦ ହଜାର ମୁହାଁଇଲାଣି।
Technology
ଗୁଜରାଟରେ ଯୁଦ୍ଧ ବିମାନ ଉତ୍ପାଦନ ପ୍ଲାଣ୍ଟ ଉଦଘାଟନ କଲେ ଭାରତ ଓ ସ୍ପେନ୍ ପ୍ରଧାନମନ୍ତ୍ରୀ
ସ୍ପେନ୍ ଏୟାରବସ୍ ସହଯୋଗରେ ନିର୍ମାଣ ହେବ C-295 ଯୁଦ୍ଧ ବିମାନ।